Breaking news ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର- Sukanta NayakJuly 23, 2025 ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାରଏବେ ବି ଅକ୍ସିଜେନ୍ ସପୋର୍ଟରେ ଅଛନ୍ତି ପୀଡ଼ିତାଅବସ୍ଥା ଗୁରୁତର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଜାରିସ୍ବତନ୍ତ୍ର ଡାକ୍ତରୀ ଟିମ୍ ସ୍ଥିତି ଅନୁଧ୍ୟାନ କରୁଛନ୍ତି ଅବସ୍ଥା ଗୁରୁତର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଜାରି
ବିଡିଓ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ବିଡିଓ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୪୩ଜଣ ବିଡିଓଙ୍କ ବଦଳି କରାଯାଇଛି । ଚନ୍ଦ୍ରମଣି ନାଗ ରାଜବଡ଼ାସମ୍ବରରୁ ଟିଟିଲାଗଡ଼ ବଦଳି…
ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାଶ୍ମୀର ଫାଇଲ ଦଳ ଙ୍କୁ ଭେଟି I କାଶ୍ମୀର ଫାଇଲଗୁଡିକ ଦର୍ଶକଙ୍କ ଠାରୁ ଏକ ଅଦ୍ୱିତୀୟ ପ୍ରତିକ୍ରିୟା ଗ୍ରହଣ କରିଛି | ମାର୍ଚ୍ଚ 12 ରେ ନିର୍ଦ୍ଦେଶକ ବିବେକ ରଂଜନ ଅଗ୍ନିହୋତ୍ରୀ, ତାଙ୍କ ପତ୍ନୀ…