Breaking news ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର- Sukanta NayakJuly 23, 2025 ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାରଏବେ ବି ଅକ୍ସିଜେନ୍ ସପୋର୍ଟରେ ଅଛନ୍ତି ପୀଡ଼ିତାଅବସ୍ଥା ଗୁରୁତର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଜାରିସ୍ବତନ୍ତ୍ର ଡାକ୍ତରୀ ଟିମ୍ ସ୍ଥିତି ଅନୁଧ୍ୟାନ କରୁଛନ୍ତି ଅବସ୍ଥା ଗୁରୁତର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଜାରି
ପରଲୋକରେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ମୁଶାରଫ ଫୋକସ ପ୍ଲସ ୫/୨/୨୩(ବ୍ୟୁରୋ):ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ତଥା ସେନାଧ୍ୟକ୍ଷ ପରବେଜ ମୁଶାରଫଙ୍କର ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ଅସୁସ୍ଥ ଥିବା ମୁଶାରଫ ରବିବାର ଦୁବାଇର ଏକ ଡାକ୍ତରଖାନାରେ…
ତିନି ମାସରେ ପୁରଣ ହେବ ୩୪ ହଜାର ନିଯୁକ୍ତି odisha news : ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଆଇନ୍ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭାରେ ଆଜି ମୁଖ୍ୟମନ୍ତ୍ରୀଙ୍କ…