Breaking news ଭୁବନେଶ୍ବରରେ କୋରୋନା ଆକ୍ରାନ୍ତ ଚିହ୍ନଟ Sukanta NayakMay 22, 2025May 22, 2025 ଆକ୍ରାନ୍ତ ଜଣଙ୍କ ନିକଟରେ ଦିଲ୍ଲୀରୁ ଫେରିଥିଲେଏବେ କ୍ବାରେଣ୍ଟିନ୍ରେ ଅଛନ୍ତି କୋରୋନା ଆକ୍ରାନ୍ତବିଭିନ୍ନ ରୋଗରେ ପୀଡ଼ିତ ଅଛନ୍ତି କୋରୋନା ଆକ୍ରାନ୍ତପୂର୍ବରୁ ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା
ନବରଙ୍ଗପୁର ରାଇଘରରେ, 12 ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଜେଡ଼ି ନବରଙ୍ଗପୁର: ଆଜି 12 ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଜେଡି ନବରଙ୍ଗପୁର ରାଇଘରରେ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ ହେବ ।…
ସେଣ୍ଟ ଜନ୍ ଅନନ୍ତ ଆମ୍ବୁଲାନ୍ସ ଡିଭିଜନ ପକ୍ଷରୁ ଜଳଛତ୍ର ଶୁଭାରମ୍ଭ ତାଳଚେର,୨୫/୪: ତାଳଚେରରେ ଅସହ୍ୟ ଗ୍ରୀଷ୍ମ ପ୍ରଭାବ କୁ ଦୃଷ୍ଟିରେ ରଖି ସେଣ୍ଟ ଜନ୍ ଅନନ୍ତ ଆମ୍ବୁଲାନ୍ସ ଡିଭିଜନ ପକ୍ଷରୁ.ଆଜି ଏକ ଜଳଛତ୍ର ଉଦଘାଟିତ ହୋଇଯାଇଛି । MCL…
ଚୁଇଙ୍ଗମ ଚୋବାଇ କରୁଛନ୍ତି ରୋଜଗାର ଫୋକସ ପ୍ଲସ 9/3/2023(ବ୍ୟୁରୋ): ଆଜି କାଲି ସମସ୍ତେ ଅଜବ ଅଜବ ଉପାୟରେ ଟଙ୍କା ରୋଜଗାର କରୁଥିବା ଦେଖିବାକୁ ମିଳୁଛି |କିଏ ବିଭିନ୍ନ ଫାଷ୍ଟ ଫୁଡ ଖାଇ ଟଙ୍କା…