ପାଣିପାଗ ସୂଚନା ଘନ କୁହୁଡ଼ି ୩ଜିଲ୍ଲାକୁ ୱାର୍ଣ୍ଣିଂ Sukanta NayakJanuary 2, 2025 କାଲି ଘନ କୁହୁଡ଼ି ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ-ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କତା-ଦୃଶ୍ୟମାନ କ୍ଷମତା ୨୦୦ ମିଟରରୁ କମ୍ ରହିପାରେ
ରାଜ୍ୟରେ ବର୍ଷା ଜାରି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଲାଗିରହିବ। ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମଧରଣର ବର୍ଷା ହୋଇପାରେ।…
ଦକ୍ଷିଣ ଓଡ଼ିଶା–ଉତ୍ତର ଆନ୍ଧ୍ରକୁ ବଢୁଛି ବିପଦ: ସାବଧାନ ରହିବାକୁ ସତର୍କ ଆଜି ଅବପାତ ରୂପ ନେଇପାରେ ଲଘୁଚାପ ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ | ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି…
ଆସିଲା ବଡ଼ ଅପଡେଟ :ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣାସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ବନ୍ଦ ରହିବସ୍କୁଲ ଛୁଟି ଘୋଷଣା କଲେ ମୟୂରଭଞ୍ଜ ଜିଲ୍ଲାପାଳପ୍ରବଳ ବର୍ଷା ସମ୍ଭାବନା ଥିବାରୁ…