accident ପିକ୍ ଅପ୍ ଦୁର୍ଘଟଣା ଗ୍ରସ୍ତ, ୨ମୃତ ଓ ୨୫ ଆହତ Sukanta NayakMay 23, 2025 ସୁବର୍ଣ୍ଣପୁର: NH ୫୭ ହରଡ଼ଖୋଲ ଛକରେ ଦୁର୍ଘଟଣାଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ପିକ୍ଅପ୍ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ, ୨୫ ଆହତସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତିବରଗଡ଼ରୁ ବାହାଘର ପାଇଁ ବୌଦ୍ଧ ମନମୁଣ୍ଡା ଯାଉଥିଲେ
କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍ ସାଲେପୁର: କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍, ଜଣେ ମୃତ-୨ ଗୁରୁତର କାଉଡ଼ିଆଙ୍କୁ କଟକ ଏସ୍ସିବି ମେଡିକାଲ୍କୁ ସ୍ଥାନାନ୍ତର-ନିଶ୍ଟିନ୍ତକୋଇଲି ତହସିଲ ଛକ ବାବୁଜଙ୍ଗରୁ ପାଣି ନେଇ ପାଇକରାପୁର ଯାଉଥିଲେ-୩୭…
ବିଦ୍ୟୁତ ଆଘାତ ରେ ଠିକା ଶ୍ରମିକ ମୃତ୍ୟୁ ଗ୍ରୀଷ୍ମ ପ୍ରବାହ କୁ ନାହିଁ ଖାତିର – ଶ୍ରମିକ ନିୟମର ବେଖାତିର ନିର୍ମାଣ ସ୍ଥଳରେ ଚାଲିଗଲା ଜଣେ ଶ୍ରମିକଙ୍କ ଜୀବନ । ସୁରକ୍ଷା ବ୍ୟବସ୍ଥାର ଅଭାବ ନେଲା…
୩୬ ଘଣ୍ଟା ପରେ ୩ ନିଖୋଜ ଶ୍ରମିକଙ୍କ ମୃତଦେହ ଠାବ ଗତ ୧୬ ତାରିଖ ଅପରାହ୍ନ ସାଢେ ୫ଟାରେ କାରଖାନାର ୟୁନିଟ-୨ ତାପଜ ବିଦ୍ୟୁତ ପ୍ରକଳ୍ପ (ପାୱାର ପ୍ଲାଣ୍ଟ)ର ୨ଟି କୋଲ୍ ହପର ଭୁଶୁଡ଼ି ପଡ଼ିଥିଲା । ଟନ୍…