ରାଜନୀତିରାଜ୍ୟ ପ୍ରତାପଙ୍କ ନାଁରେ ମାନହାନି ଅଭିଯୋଗ Sukanta NayakDecember 22, 2024 ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ନାଁରେ ମାନହାନି ଅଭିଯୋଗକ୍ୟାପିଟାଲ ଥାନାରେ ଏତଲା ଦେଲା ଛାତ୍ର କଂଗ୍ରେସକଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ନାଁରେ ମିଛ ମାମଲା ଅଭିଯୋଗଲୋକସଭାରେ ଠେଲାପେଲାରେ ପଡ଼ି ଆହତ ହୋଇଥିଲେ ପ୍ରତାପରାହୁଲ ଗାନ୍ଧି ତାଙ୍କୁ ଠେଲିଥିବା ନେଇ ଥିଲା ଅଭିଯୋଗ
ରାସନ୍ କାର୍ଡ ଥାଇବି ମିଳୁନି ରାସନ୍ ଫୋକସ ପ୍ଲସ(ରାଇରଙ୍ଗପୁର) : ମୟୂରଭଂଜ ଜିଲ୍ଲା ବାମନଘାଟୀ ଉପଖଣ୍ଡ ବହଳଦା ବ୍ଲକ୍ ଅନ୍ତର୍ଗତ ଅଁଳାଯୋଡି ପଂଚାୟତର ସିଜୁକଳା ଗାଁରେ |ବିଧବା ଆଦିବାସୀ ମହିଳା ହିସି ମାଝୀ ର…
ଦର୍ଲିପାଲି NTPC ର ଭ୍ରାମ୍ୟମାଣ ଚିକିତ୍ସାଳୟ ଫୋକସ ପ୍ଲସ 27/5/22(ସୁନ୍ଦରଗଡ଼): ସୁନ୍ଦରଗଡ଼ ଦର୍ଲିପାଲି ଏନ୍ ଟି ପି ସି ପକ୍ଷରୁ ପାରିପାର୍ଶ୍ବିକ ଗ୍ରାମଗୁଡିକର ଜନସାଧାରଣଙ୍କୁ ହାତ ପାହାନ୍ତରେ ଚିକିତ୍ସା ସୁବିଧା ଯୋଗାଇବା ପାଇଁ ଭ୍ରାମ୍ୟମାଣ…
‘ମୋ ଭାଇକୁ ଅଟକ ରଖିବା ଦୁଃଖନୀୟ, ଗଣତନ୍ତ୍ରର ହତ୍ୟା’ :ଆଉ କଣ କହିଲେ ଦୀପାଳି ଦେଖନ୍ତୁ ଭିଡିଓ -ବିଶାଲ ଅଟକ ନେଇ ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ପ୍ରତିକ୍ରିୟା-‘ମୋ ଭାଇକୁ ଅଟକ ରଖିବା ଦୁଃଖନୀୟ, ଗଣତନ୍ତ୍ରର ହତ୍ୟା’-‘ଲଇକେରା ପୋଲିସ ଅଟକ ରଖି ଛତିଶଗଡ଼ ପୋଲିସକୁ ହସ୍ତାନ୍ତର…