👉ଭଦ୍ରକ: ଭିଜିଲାନ୍ସ ଜାଲରେ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ
👉ଲାଞ୍ଚ ନେବାବେଳେ ଧରାପଡ଼ିଲେ ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ
👉ଏକ ସାର୍ଟିଫିକେଟ ଦେବାକୁ ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ
👉ଧରାପଡ଼ିବା ପରେ ଶ୍ରୀକାନ୍ତ ଦାସଙ୍କ ଘର ଓ ଅଫିସ୍ରେ ଭିଜିଲାନ୍ସ ରେଡ୍
ଭିଜିଲାନ୍ସ ଜାଲରେ ଜୁନିୟର ଆସିଷ୍ଟାଣ୍ଟ
