Breaking newsଅପରାଧମୁଖ୍ୟ ଖବର ରକ୍ତ ଦେବା ପାଇଁ ଲାଞ୍ଚ FOCUS PLUSFebruary 7, 2022 ନେଲା ବେଳେ ଧରାପଡ଼ିଲେ ଲ୍ୟାବ୍ ଟେକ୍ନିସିଆନ, କଟକ ଏସସିବି ମେଡିକାଲ ରକ୍ତଭଣ୍ଡାର ଟେକ୍ନିସିଆନ କିଶୋର ଚନ୍ଦ୍ର ସ୍ୱାଇଁ, ୨ ବୋତଲ ରକ୍ତ ଦେବାକୁ ଜଣେ ରୋଗୀଙ୍କ ସଂପର୍କୀୟଠାରୁ ଲାଞ୍ଚ ନେଉଥିଲେ, ଧରାପଡ଼ିବା ପରେ କିଶୋରଙ୍କ ଚାନ୍ଦିନୀଚୌକ ଓ ଗୋବିନ୍ଦପୁର ଘରେ ରେଡ୍.
ରାଜ୍ୟ ସରକାରଙ୍କର ବଡ଼ ଘୋଷଣା।ଏବେ ଉପଖଣ୍ଡ ଡାକ୍ତରଖାନାରେ ମିଳିବ ଦିବ୍ୟାଙ୍ଗ ପ୍ରମାଣପତ୍ର । ଏଣିକି ଦିବ୍ୟାଙ୍ଗ ପ୍ରମାଣପତ୍ର ପାଇଁ ଆଉ ଆସିବାକୁ ପଡ଼ିବନି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ । ଏବେ ଉପଖଣ୍ଡ ଡାକ୍ତରଖାନାରେ ମିଳିବ ଦିବ୍ୟାଙ୍ଗ ପ୍ରମାଣପତ୍ର । ରାଜ୍ୟର ୩୩ଟି…
ଆକ୍ସନ ମୁଡୁ ରେ ନିଶ୍ଚିନ୍ତ କୋଇଲି ପୋଲିସି | ଫୋକସ ପ୍ଲସ 24/11/22 (ନିଶ୍ଚିନ୍ତକୋଇଲି ): ଦିନକୁ ଦିନ ନିଶ୍ଚିନ୍ତକୋଇଲି ଅଞ୍ଚଳଅପରାଧୀ ମାନଙ୍କ ର ଅପରାଧିକ ବୁଡିଆଣି ଜାଲ ର କାୟା ବିସ୍ତାର କରିବାରେ ଲାଗିଛି |…
ଭୋଟ ଦେଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର: ଗଣତନ୍ତ୍ର ମହାନପର୍ବରେ ସାମିଲ ହୋଇ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ। ଆଜି ସକାଳୁ ସକାଳୁ ପୌର ନିର୍ବାଚନ ଆରମ୍ଭ ହୋଇଯାଇଥିବା ବେଳେ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି…