Breaking news ଶ୍ରୀଜିଉଙ୍କ ୫ ଘଣ୍ଟା ଦର୍ଶନ ବନ୍ଦ, ହେଲେ କାହିଁକି? ପଢ଼ନ୍ତୁ ପୁରା ଖବର Sukanta NayakNovember 27, 2024 ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି୫ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
ବିଡିଓ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ବିଡିଓ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୪୩ଜଣ ବିଡିଓଙ୍କ ବଦଳି କରାଯାଇଛି । ଚନ୍ଦ୍ରମଣି ନାଗ ରାଜବଡ଼ାସମ୍ବରରୁ ଟିଟିଲାଗଡ଼ ବଦଳି…
ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍ , ୧୬ ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ ଉପରମୁଣ୍ଡରୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ ଜାରି ରହିଥିବା ବେଳେ ଆଉ ୩ଟି ଗେଟ୍ ଖୋଲାଯାଇଛି। ଫଳରେ ବର୍ତ୍ତମାନ ମୋଟ ୧୬ଟି ଗେଟ୍ ଦେଇ…