ପାଣିପାଗ ସୂଚନା ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ଛୁଇଁଲା ସର୍ବୋଚ୍ଚ କ୍ଷମତା Sukanta NayakSeptember 21, 2024 ସମ୍ବଲପୁର: ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ଛୁଇଁଲା ସର୍ବୋଚ୍ଚ କ୍ଷମତାହୀରାକୁଦ ଡ୍ୟାମ୍ର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍ଜଳଭଣ୍ଡାରକୁ ସେକେଣ୍ଡକୁ ପ୍ରବେଶ କରୁଛି ୫୬, ୩୯୨ ଘନ ଫୁଟ୍ ଜଳ
ଆଗାମୀ ୨୪ ଘଣ୍ଟାରେ ପ୍ରବଳ ଛେଚିବ ଭୁବନେଶ୍ୱର, ୧୭/୦୭: ରାଜ୍ୟରେ ଗୋଟେ ପରେ ଗୋଟେ ମାଡି ଆସୁଛି ଲଘୁଚାପ | ସାରା ରାଜ୍ୟରେ ବର୍ଷା ଲାଗି ରହିଥିବାବେଳେ ଆଗକୁ ଆସୁଛି ସିରିଜ୍ ଲଘୁଚାପ |…
ପୁଣିଥରେ ଆସୁଛି ଆଉ ଏକ ଲଘୁଚାପ ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହିତ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…
ଆଜିଠାରୁ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ ଫୋକସ ପ୍ଲସ ୬/୨/୨୩(ବ୍ୟୁରୋ): ଆଜିଠାରୁ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ। ବର୍ତ୍ତମାନ ରାଜ୍ୟରେ ଦିନର ତାପମାତ୍ରା ଅଧିକ ରହୁଥିବା ବେଳେ ଆଜିଠାରୁ ଉଭୟ ଦିନ ଓ ରାତିର…