ପାଣିପାଗ ସୂଚନା ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ଛୁଇଁଲା ସର୍ବୋଚ୍ଚ କ୍ଷମତା Sukanta NayakSeptember 21, 2024 ସମ୍ବଲପୁର: ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ଛୁଇଁଲା ସର୍ବୋଚ୍ଚ କ୍ଷମତାହୀରାକୁଦ ଡ୍ୟାମ୍ର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍ଜଳଭଣ୍ଡାରକୁ ସେକେଣ୍ଡକୁ ପ୍ରବେଶ କରୁଛି ୫୬, ୩୯୨ ଘନ ଫୁଟ୍ ଜଳ
୭ ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର,୬୦ରୁ ୭୦ କିମି ପବନ ସହ ବର୍ଷା ସମ୍ଭାବନା କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ଼କୁ ରେଡ୍ ଆଲର୍ଟ-ଯାଜପୁର, ବାଲେଶ୍ବର, ଗଞ୍ଜାମକୁ ମଧ୍ୟ ରେଡ୍ ଆଲର୍ଟ-ଆସନ୍ତା ୨ ଘଣ୍ଟାରେ ୬୦ରୁ ୭୦ କିମି ପବନ ସହ ବର୍ଷା ସମ୍ଭାବନା
ପୁଣିଥରେ ଆସୁଛି ଆଉ ଏକ ଲଘୁଚାପ ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହିତ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…
ସମ୍ଭାବ୍ୟ ବାତ୍ୟାକୁ ନେଇ ବିଏମସିର ପ୍ରସ୍ତୁତି ଫୋକସ ପ୍ଲସ 3/5/23 (ବ୍ୟୁରୋ):ସମ୍ଭାବ୍ୟ ବାତ୍ୟାକୁ ନେଇ ଭୁବନେଶ୍ୱର ମହାନଗର ନିଗମର ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ଯୋଗ ଦେବେ ବିଦ୍ୟୁତ ବିଭାଗ, ଅଗ୍ନିଶମ…