ଶିକ୍ଷା ସବୁ ସ୍କୁଲରେ ଲାଗିବ CCTV: ମନ୍ତ୍ରୀ Sukanta NayakJuly 23, 2025 CBSE ସ୍କୁଲ୍ ଭଳି ଓଡ଼ିଶାର ସବୁ ସ୍କୁଲରେ ଲାଗିବ CCTVସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଛାତ୍ରୀଙ୍କ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି ସରକାରରାଜ୍ୟର ସବୁ ସ୍କୁଲରେ ଆଇସିସି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି
ମହିଳା ମହାବିଦ୍ୟାଳୟରେ ଅବସରକାଳୀନ ସଭା ଫୋକସ ପ୍ଲସ(ରାଇରଙ୍ଗପୁର): ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟର ଓଡ଼ିଆ ବିଭାଗ ପ୍ରମୁଖ ପ୍ରାଧ୍ୟ୍ୟାପିକା ମୋନିକା ଦାସଙ୍କ ଅବସଳକାଳୀନ ସଭା ଅନୁଷ୍ଠିତ ହୋଇ ଯାଇଛି। 1987 ମସିହାରେ ଶୁଭାରମ୍ଭ ହୋଇ…
ବାରଣ୍ଡାରେ ଶିକ୍ଷା ଫୋକସ ପ୍ଲସ (ନାକଟିଦେଉଳ)୨୬/୦୬/୨୦୨୨: ପିଲାଙ୍କୁ ପ୍ରାଥମିକ ଶିକ୍ଷା ପାଇଁ ମାଳ ମାଳ ଯୋଜନା କରୁଛନ୍ତି ସରକାର |ସେହି ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ମଧ୍ୟ ଖର୍ଚ…
ବିଦ୍ୟାଳୟ କାର୍ଯ୍ୟରେ ବ୍ୟାପକ ଅନିୟମିତତା ଫୋକସ ପ୍ଲସ(ଜଗତସିଂ) ୩୧/୦୭/ ୨୦୨୨:ଜଗତସିଂହପୁର ବ୍ଲକ ଅନ୍ତର୍ଗତ ସାଂପୂର୍ ପଞ୍ଚାୟତର ମଇଉଦିନ ପୂର୍ ସରକାରୀ ପ୍ରାଥମିକ ବିଦ୍ୟାଳୟରେ କରାଯାଇଥିବା କାର୍ଯ୍ୟରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ସରପଞ୍ଚଙ୍କ…