ପାଣିପାଗ ସୂଚନା ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ଛୁଇଁଲା ସର୍ବୋଚ୍ଚ କ୍ଷମତା Sukanta NayakSeptember 21, 2024 ସମ୍ବଲପୁର: ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ଛୁଇଁଲା ସର୍ବୋଚ୍ଚ କ୍ଷମତାହୀରାକୁଦ ଡ୍ୟାମ୍ର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍ଜଳଭଣ୍ଡାରକୁ ସେକେଣ୍ଡକୁ ପ୍ରବେଶ କରୁଛି ୫୬, ୩୯୨ ଘନ ଫୁଟ୍ ଜଳ
ରାଜ୍ୟକୁ ଫେରିଲା ଶୀତ ଫୋକସ ପ୍ଲସ ୪/୨/୨୩(ବ୍ୟୁରୋ):କିଛି ଦିନର ବ୍ୟବଧାନ ପରେ ରାଜ୍ୟକୁ ଶୀତ ଫେରିଥିବା ବେଳେ । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବଢ଼ିଛି ଶୀତ । ରାଜ୍ୟର ବିଭିନ୍ନ…
ଜାଡରେ ଥରୁଛି ସାରା ଓଡିଶା। ଭୁବନେଶ୍ଵର : ଜାଡରେ ଥରୁଛି ସାରା ଓଡିଶା। ୮.୭ ଡିଗ୍ରୀ ସହ ରାଉରକେଲା ସବୁଠୁ ଥଣ୍ଡା ସହର ପାଲଟିଛି। ଝାରସୁଗୁଡାରେ ୯ , କେନ୍ଦୁଝରରେ ୧୦.୪, ହୀରାକୁଦରେ…
ଆଜିଠାରୁ ବର୍ଷା ପ୍ରଭାବ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇ ଝାଡ଼ଖଣ୍ଡ ମୁହାଁ ହୋଇଥିବା ଗଭୀର ଅବପାତ ପ୍ରଭାବରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ଗତକାଲି ସକାଳ…