ଅପରାଧ ପୁଅକୁ ମାରି ବାପାର ଥାନାରେ ଆତ୍ମସମର୍ପଣ Sukanta NayakJanuary 11, 2025 ବାଲିଗୁଡ଼ା: ବାପାର ଅତର୍କିତ ଛୁରାମାଡ଼ରେ ପୁଅର ମୃତ୍ୟୁବାଟାଗୁଡା ପଞ୍ଚାୟତର ସିଙ୍ଗମିଲା ଗାଁରେ ଅଭାବନୀୟ ଘଟଣାପାରିବାରିକ କଳହରୁ 20 ବର୍ଷର ପୁଅକୁ ଛୁରାମାରି ହତ୍ୟା କଲା ବାପାଅଭିଯୁକ୍ତ ବାପା ପ୍ରାଣେଶ୍ବର ମଲ୍ଲିକର ବାଲିଗୁଡ଼ା ଥାନାରେ ଆତ୍ମସମର୍ପଣ
ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ କାନ୍ଦିଲେ ଲାଞ୍ଚୁଆ ଅଫିସର୍….. ଛାଡିଦେବାକୁ କାନ୍ଦିକାନ୍ଦି ଭିଜିଲାନ୍ସକୁ ହେଲେ ନେହୁରା । ବୌଦ୍ଧରେ ଲାଞ୍ଚ ନେଇ ଧରାପଡ଼ିଛନ୍ତି ୨ ବୟନ ଶିଳ୍ପ ଇନ୍ସପେକ୍ଟର। ଭିଜିଲାନ୍ସ ଜାଲରେ ବୌଦ୍ଧ ବୟନ ଶିଳ୍ପ କାର୍ଯ୍ୟାଳୟର…
ହ୍ୟାକରଙ୍କ ନଜରରେ ୟ୍ୟଟ୍ୟୁବ୍ ଚ୍ୟାନେଲ୍ ନୂଆଦିଲ୍ଲୀ : ସୁରକ୍ଷିତ ନାହିଁ ସୁପ୍ରିମକୋର୍ଟଙ୍କ ୟ୍ୟୁଟ୍ୟୁବ୍ ଚ୍ୟାନେଲ। ହ୍ୟାକରଙ୍କ ନଜରରେ ବର୍ତ୍ତମାନ ସୁପ୍ରିମକୋର୍ଟଙ୍କ ୟ୍ୟୁଟ୍ୟୁବ୍ ଚ୍ୟାନେଲ। ବିଭିନ୍ନ ବିଶିଷ୍ଟ ବ୍ୟକ୍ତି ଏବଂ ସଂସ୍ଥାର ସୋସିଆଲ ମିଡିଆ…
ଯୌତୁକ ନିର୍ଯାତନା ସହି ନ ପାରି ବୋହୂର ଆତ୍ମ ହତ୍ୟା ଯୌତୁକ ନିର୍ଯାତନା ସହି ନ ପାରି ବୋହୂର ଆତ୍ମ ହତ୍ୟା ଅଭିଯୋଗ ଆସିଛି ସତ୍ୟବାଦୀ ବ୍ଲକ୍ ରାୟ ଖଣ୍ଡି ପଞ୍ଚାୟତ ଚକ୍ର ପଡ଼ା ସତ୍ୟବାଦୀ ବ୍ଲକ୍ ରାୟ…