Breaking news ସୁରକ୍ଷାକର୍ମୀଙ୍କ ଗୁଳିରେ ୮ ନକ୍ସଲ ନିପାତ Sukanta NayakFebruary 1, 2025 ଛତିଶଗଡ : ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ଶନିବାର ମିଳିଛି ବଡ ସଫଳତା। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୮ ନକ୍ସଲ। ଗାଙ୍ଗାଲୁରରେ ଗୁଳି ବିନିମୟ ବେଳେ ୮ ନକ୍ସଲ ନିପାତ ହୋଇଛନ୍ତି। ବିଜାପୁର ଜିଲା ଗାଙ୍ଗାଲୁରରେ ତଲାସି ଅଭିଯାନ ଜାରି ରହିଛି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଗୃହମନ୍ତ୍ରୀ ଅମିତ ଶାହ, ହୋଇପାରେ ବଡ଼ ଆକ୍ସନ। ରାଷ୍ଟ୍ରପତି ଭବନରେ ମହାମହିମ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା-ରାଷ୍ଟ୍ରପତିଙ୍କୁ ଭେଟିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର-ସର୍ବଦଳୀୟ ବୈଠକ ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ-ରାଷ୍ଟ୍ରପତିଙ୍କୁ…
ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତାହେଲେ ପ୍ରକାଶ ମିଶ୍ର ପୂର୍ବତନ ପୋଲିସ୍ ଡିଜି ପ୍ରକାଶ ମିଶ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ। ସେ ମୁଖ୍ୟମନ୍ତ୍ରୀ ମୋହନ ଚନ୍ଦ୍ର ମାଝୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା…
ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖା ମନ | ପୁରୀ14/11/2023; ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖା ସମ୍ପୂର୍ଣ୍ଣ ରୂପେ ନିଷେଧ କରାଯିବା । ଜାନୁଆରୀ ୧ ତାରିଖରୁ ଏହି ନିୟମ ଲାଗୁ ହେବାକୁ ଯାଉଛି , ବର୍ତ୍ତମାନ…