ପାଣିପାଗ ସୂଚନା ସୁବର୍ଣ୍ଣ ରେଖାର ଜଳସ୍ତର ବଢୁଛି Sukanta NayakJuly 27, 2025 ଜଳେଶ୍ୱର: ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢିବାରେ ଲାଗିଛି▶️ ଜଳକା ନଦୀର ଜଳସ୍ତର ବି ବିପଦ ସଙ୍କେତ ଅତିକ୍ରମ କରିଛି▶️ ବସ୍ତା ବ୍ଲକର ୮ ଓ ସଦର ବ୍ଲକର ୨ଟି ପଞ୍ଚାୟତ ପ୍ରଭାବିତ▶️ ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଅଂଚଳ ପାଣିଘେରରେ
ରାଜ୍ୟରେ ସକ୍ରିୟ ହେଉଛି ମୌସୁମୀ ବାୟୁ, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ୨ ଦିନ ଧରି ପ୍ରବଳ ଛେଚିବ ! ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହୋଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି…
୨୬ରେ ଆସୁଛି ଭୟଙ୍କର ଲଘୁଚାପ ୨୬ରେ ଆସୁଛି ଭୟଙ୍କର ଦୁଇଟି ଲଘୁଚାପ। ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଛେଚିବ ବର୍ଷା। ଉଭୟ ଲଘୁଚାପ ମିଶି ବାତ୍ୟା ଆଶଙ୍କା ସୃଷ୍ଟି କରୁଥିବା ବେଳେ…
24 ଘଣ୍ଟା ରାଜ୍ୟରେ ଜାରି ରହିବ ବର୍ଷା I ଲଘୁଚାପ ସକ୍ରିୟ ହେବା ପ୍ରଭାବରେ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ଲାଗି ରହିଛି ବର୍ଷା । ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ରେକର୍ଡ…