•ଅମଲା ସଂଘ ସହ ଆଲୋଚନା ପରେ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ
•ଅମଲା ଆନ୍ଦୋଳନ ପଛରେ ବିଜେଡି କହିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ
•‘କିଛି ସଂଘର ନେତା ବିଜେଡି ଦ୍ୱାରା ପ୍ରେରିତ ହୋଇ ଆନ୍ଦୋଳନ କରୁଛନ୍ତି
•ସେମାନେ କେଉଁ କେଉଁ ନେତାଙ୍କୁ ଭେଟୁଛନ୍ତି, ରିପୋର୍ଟ ମୋ ପାଖେ ଅଛି
•ସେମାନେ ସମସ୍ୟାର ସମାଧାନ ଚାହୁଁ ନାହାନ୍ତି କହିଲେ ମନ୍ତ୍ରୀ
•ଅମଲାଙ୍କୁ ଢାଲ କରି ସରକାର ବିରୋଧରେ ଆନ୍ଦୋଳନ କରିବା ଲକ୍ଷ୍ୟ
•ରାଜସ୍ବ ବିଭାଗ ପାଖରେ ବହୁତ ଅସ୍ତ୍ର ଅଛି ବିରୋଧୀ ସମ୍ଭାଳି ପାରିବେ ନାହିଁ
ଅମଲା ଆନ୍ଦୋଳନ ପଛରେ ବିଜେଡି କହିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ
