Breaking news ଆରମ୍ଭ ହେଲା ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା Sukanta NayakOctober 28, 2025 ୫ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ୍ଆ,ନ୍ଧ୍ରପ୍ରଦେଶର ଉପ୍ପଡ୍ କାକିନାଡ଼ାରେ କରିବ ଲ୍ୟାଣ୍ଡଫଲ୍ -ଭୀଷଣ ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ-କାକିନାଡ଼ା ଦେଇ ଅତିକ୍ରମ କରୁଛି ବାତ୍ୟା ‘ମୋନ୍ଥା’
ଶୁଭାରମ୍ଭ ହେଲା ପୁରୀ- କୋରାପୁଟ ଏକ୍ସପ୍ରେସ ଟ୍ରେନ, ଯାତ୍ରୀ ସେବାକୁ ଅଧିକ ସୁଦୃଢ଼ କରିବା ଦିଗରେ ବଡ଼ ପଦକ୍ଷେପ ରାଜ୍ୟରେ ରେଳ ସଂଯୋଗର ସମ୍ପ୍ରସାରଣ ଏବଂ ଯାତ୍ରୀ ସେବାକୁ ଅଧିକ ସୁଦୃଢ଼ କରିବା ଦିଗରେ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ଗୀତାଞ୍ଜଳି ମହାପାତ୍ର ଙ୍କ ନିଷ୍ଟାର ସହ କାର୍ଯ୍ୟ କ୍ରମ କୁ ଦେଖି ଆଜି ସମ୍ମାନିତ ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ଅନ୍ତର୍ଗତ ବଡଗଡ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଆଜି ବିଶ୍ଵ ଟୀକାକରଣ ଦିବସ ଅନୁଷ୍ଠିତ ହୋଇଥିଲା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…
ପୌର ନିର୍ବାଚନ ସଂରକ୍ଷଣ ପାଇଁ ପ୍ରକାଶ ପାଇଲା ତାଲିକା : ପୌର ନିର୍ବାଚନ ପାଇଁ ଫିଟିଲା ବାଟ ପୌର ନିର୍ବାଚନ ପାଇଁ ଚୂଡ଼ାନ୍ତ ସିଟ୍ ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ତାଲିକା ପ୍ରକାଶ ପାଇଛି । ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି…