ରାଜଧାନୀ ଭୁବନେଶ୍ଵରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୨,୦୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୧,୮୫୦ ଟଙ୍କାକୁ ପହଞ୍ଚିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୨,୦୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୧,୮୫୦ ଟଙ୍କା ଛୁଇଁଛି ।
ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୨,୦୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୧,୮୫୦ ଟଙ୍କା ରହିଛି ।
ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୨,୧୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୨,୦୦୦ ଟଙ୍କା ରହିଛି ।
ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୨,୯୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୨, ୭୦୦ ଟଙ୍କା ରହିଛି ।
କୋଲକାତାରେ ୨୪ କ୍ୟାରେଟ ମୂଲ୍ୟ ୧,୨୨,୦୨୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୧୧,୮୫୦ ଟଙ୍କା ରହିଛି ।
ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୨,୫୦୦ ଟଙ୍କା ହୋଇଛି ।
ବର୍ତ୍ତମାନ ସୁନା ଏବଂ ରୁପାର କେତେ ରହିଛି ଦାମ୍?
