ରବିବାର ଆଇପିଏଲରେ ୫ ଥର ଚାମ୍ପିଅନ୍ ମୁମ୍ବାଇ ଇଣ୍ଡିଆନ୍ସ ଘରୋଇ ଗ୍ରାଉଣ୍ଡରେ କୋଲକାତା ନାଇଟ ରାଇଡର୍ସକୁ ଭେଟିବ । ସର୍ବଦା ପ୍ରାରମ୍ଭରୁ ମନ୍ଥର ଆରମ୍ଭ କରୁଥିବା ମୁମ୍ବାଇ ଇଣ୍ଡିଆନ୍ସ ଏଥର ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଛି । ନାଇଟ ରାଇଡର୍ସ ପୂର୍ବ ବର୍ଷର ପରାଜୟର ପ୍ରତିଶୋଧ ନେବାକୁ ପ୍ରସ୍ତୁତ ରହିଛି । ଫଳରେ ଏକ ରୋମରାଞ୍ଚକର ମୁକାବିଲା ଦେଖିବାକୁ ମିଳିବ ।
ଆଜି ଓ୍ୱାଙ୍ଖଡେରେ ମୁମ୍ବାଇ-କୋଲକାତା ମୁକାବିଲା
