ସୁନା ଦରରେ ବଡ଼ ପରିବର୍ତ୍ତନ । ବର୍ତ୍ତମାନ ସୁନା କିଣିବାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହେଇଗଲାଣି । ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ଜାଣି ନିଅନ୍ତୁ କେତେ ରହିଛି ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୫୫୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୫୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୫୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୫୧୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧୦ ଗ୍ରାମ ପିଛା ୧,୪୨,୫୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୬୬୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୭୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୫୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୫୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୫୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୫୫୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୦,୦୦୦ ଟଙ୍କା ହୋଇଛି ।
