ଦେବଗଡ଼ ପୌରାଧ୍ୟକ୍ଷା ବହିଷ୍କୃତ

ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଈଙ୍କୁ ବହିଷ୍କାର କଲେ ସରକାରକାର୍ଯ୍ୟରେ ଅବହେଳା ପାଇଁ ଅଧ୍ୟକ୍ଷ ପଦରୁ ବହିଷ୍କୃତଦେଓଗଡ଼ ଜିଲ୍ଲାପାଳଙ୍କ ଦତନ୍ତ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ

ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ର ୩ୟ ମ୍ୟାଚ୍‌ରେ ଭାରତ ପରାସ୍ତ ।

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଜାରି ରହିଥିବା ୫ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ର ୩ୟ ମ୍ୟାଚ୍‌ରେ ପରାସ୍ତ ହୋଇଛି ଭାରତ । ୧୭୨ ରନ୍ ବିଜୟ ଲକ୍ଷ୍ୟ…

ପ୍ରାୟ ୨୫ ମିନିଟ୍ ଧରି ଉଡ଼ିଲା ଡ୍ରୋନ୍

ପୁରୀ: ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳରେ ପୁଣି ଉଡ଼ିଲା ଡ୍ରୋନ୍-ନୀଳଚକ୍ର ଓ ପରିକ୍ରମା ମାର୍ଗ ଉପରି ଭାଗରେ ଉଡ଼ିଲା ଡ୍ରୋନ୍-ପ୍ରାୟ ୨୫ ମିନିଟ୍ ଧରି ଉଡ଼ିଲା ଡ୍ରୋନ୍-ଡ୍ରୋନ୍ କେଉଁଠାରୁ ଅପରେଟ୍…

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତାହେଲେ ପ୍ରକାଶ ମିଶ୍ର

ପୂର୍ବତନ ପୋଲିସ୍ ଡିଜି ପ୍ରକାଶ ମିଶ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ। ସେ ମୁଖ୍ୟମନ୍ତ୍ରୀ ମୋହନ ଚନ୍ଦ୍ର ମାଝୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ପାହ୍ୟା…

ଅନୁଗୁଳ,ପାଲଲହଡା ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ସହାୟତା ଘୋଷଣା

ଘଟଣାରେ ଦୁଃଖ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ-ମୃତକଙ୍କ ପରିବାରକୁ ୨ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା-ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ସୂଚନା‌…

ପିପିଲି: ଡେଲାଙ୍ଗ ହରିରାଜପୁରରେ ବୋମାମାଡ଼, ୨ ଅଟକ ସୂଚନା।

ପିପିଲି: ଡେଲାଙ୍ଗ ହରିରାଜପୁରରେ ବୋମାମାଡ଼-ଦୁଇ ପରିବାର ମଧ୍ୟରେ ବିବାଦରୁ ଘର ଆଗରେ ବୋମାମାଡ଼-ବୋମା ମାଡ଼ରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା-ରାସ୍ତାରେ ପଥର ଗଦାଇବାକୁ ନେଇ…

ଦୁର୍ଘଟଣା ଘଟିବା ପରେ ବସ୍‌ରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ୧୦ ଜଣ ଯାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି

ସୂଚନା‌ ଅନୁସାରେ ଆଜି ଅପରାହ୍‌ଣରେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆରଟିସି)ର ଏକ ଯାତ୍ରୀବାହୀ ବସ୍‌ ବାରିପଦାରୁ ଅନୁଗୁଳ ଜିଲ୍ଲା ପାଲଲହଡ଼ା ଅଭିମୁଖେ ବାହାରି ଥିଲା।…

ବିଳମ୍ବିତ ରାତିରେ ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଡକାୟତି

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍‌ଭୁବନେଶ୍ବର ନୟାପଲ୍ଲୀ ସ୍ଥିତ ବାସଭବନରୁ ଚୋରିନିରଞ୍ଜନଙ୍କ ଘରୁ ନଗଦ ଟଙ୍କା ସହିତ ସୁନା ଗହଣା ଲୁଟ୍ଲୁଟ୍‌ ପରେ ଝରକା…

ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଘନ କୁହୁଡ଼ି ଦୃଶ୍ୟମାନ ହୋଇଥିଲା।

ମାଘ ମାସରେ ଟାଣ ଖରା ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି। ଦୀର୍ଘ ୫୨ ବର୍ଷ ପରେ କୋରାପୁଟରେ ଚଳିତବର୍ଷ ଜାନୁଆରିର ଦିନ ତାପମାତ୍ରା ରେକର୍ଡ ଭାଙ୍ଗିଛି। ୨୨…