ରଥ ଯାତ୍ରା ଆଉ ୩ ଦିନ,ଶ୍ରୀକ୍ଷେତ୍ରର ନିଶା କାରବାରକୁ ନିୟନ୍ତ୍ରଣ କରିବା ଲାଗି ଏବେଠୁ ସତର୍କ ହେଲାଣି ଅବକାରୀ  ବିଭାଗ

ଅବକାରୀ ଅଧୀକ୍ଷକ ଶ୍ରୀ ସାମଲଙ୍କ ସୂଚନା ଅନୁସାରେ ସହର ଓ ସହର ନିକଟବର୍ତ୍ତୀ ଅଞ୍ଚଳରେ ୧୯ଟି ଠିପି ବନ୍ଦ, ୧୨ଟି ଠିପି ଖୋଲା ଓ ୬ଟି ଲାଇସେନ୍ସ…