ବିଶ୍ବଭୂଷଣଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ।

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚ଼ରଣ ମାଝୀ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ନୟାପଲ୍ଲୀ ସ୍ଥିତ ବାସଭବନ ଠାରେ ଆଇନ ମନ୍ତ୍ରୀଙ୍କ ପିତା ତଥା ପୂର୍ବତନ ରାଜ୍ୟପାଳ…

ବଡଦାଣ୍ଡରେ ମହାପ୍ରଭୁଙ୍କ ସହ ଫଗୁ ଖେଳିଲେ ଭକ୍ତ

ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କଲେ ଭକ୍ତ: ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ସୃଷ୍ଟି ହେଲା ଆଧ୍ୟାତ୍ମିକ ପରିବେଶ । ମହାପ୍ରଭୁଙ୍କ ଶ୍ରୀମନ୍ଦିର ସମ୍ମୁଖରେ ଚାଲିଛି ସଂକୀର୍ତ୍ତନ ସହ ବେଦପାଠ।…

୫ଦିନ ଓଡ଼ିଶାରେ ତାତାଇବ ଖରା : ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

ରାଜ୍ୟରେ ଅସହ୍ୟ ହେଉଛି ତାତିଦିନ ୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୨ ସହରଝାରସୁଗୁଡ଼ା ୪୦.୨ ଓ ସମ୍ବଲପୁର ୪୦ ଡିଗ୍ରୀ ରେକର୍ଡରାଉରକେଲା ୩୯.୪, ହୀରାକୁଦ…

ରାଜା ଚକ୍ରଙ୍କ ଲିଙ୍କ୍‌ରେ ଅନେକ ବଡ଼ବଡ଼ିଆଙ୍କ ସଂପୃକ୍ତି ରହିଛି

-ରାଜା ଚକ୍ର ମାମଲାରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା-ରାଜା ଚକ୍ରଙ୍କ ଲିଙ୍କ୍‌ରେ ଅନେକ ବଡ଼ବଡ଼ିଆଙ୍କ ସଂପୃକ୍ତି ରହିଛି-ଆଇନ୍ ଅନୁସାରେ କାହାକୁ ଛଡ଼ାଯିବନି, ସମସ୍ତେ ବନ୍ଧା ହେବେ-ଅପରାଧରେ…

ଯାତ୍ରା ସୋ’ରେ ଅଶ୍ଳୀଳତା ହେବ ବନ୍ଦ

ଭୁବନେଶ୍ୱର: ଅପେରା ସୋ’ରେ ଅଶ୍ଳୀଳତା ରୋକିବା ପାଇଁ ବିଧାନସଭା ସ୍ଥାୟୀ କମିଟି ଓଡ଼ିଶାରେ ଏକ ଅପେରା ସେନ୍ସର ବୋର୍ଡ ଗଠନ କରିବାକୁ ସୁପାରିଶ କରିଛି।ସଂସ୍କୃତି ବିଭାଗ ଅପେରା…

ଗିରଫ ହେଲେ ବିଜେଡି ନେତା ରାଜା ଚକ୍ର।୧୬୦ କୋଟି ଟଙ୍କା ହଡ଼ପ କରିଥିଲେ ରାଜା।

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତା ଘଟଣାରେ ଆଜି କ୍ରାଇମବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି। ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର  ଏକ ସାମ୍ବାଦିକ…

ପିକଅପ୍-ବାଇକ ମୁହାଁମୁହିଁ ଧକ୍କା: ଦୁଇ ବାଇକ ଆରୋହୀ ମୃତ

ବୌଦ୍ଧ (ଫୋକସ ପ୍ଲସ )ମିଳିଥିବା ସୂଚନା ଅନୁଯାୟୀ ବୌଦ୍ଧ ଥାନା ନକୁଆନାଳି ଗ୍ରାମର ଲକି ସ୍ୱାଇଁ ଓ ଲକ୍ଷ୍ମୀପ୍ରସାଦ ଗ୍ରାମର ନିତ୍ୟାନନ୍ଦ ଜଟି ଏକ ବାଇକ ଯୋଗେ…

ବିଜେଡି ନେତା ରାଜା ଚକ୍ରଙ୍କ ଆଗୁଆ ଜାମିନ ଆବେଦନ ଖାରଜ

ବିଜେଡି ନେତା ରାଜା ଚକ୍ରଙ୍କ ଆଗୁଆ ଜାମିନ ଆବେଦନ ଖାରଜ-ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ-ରାଜାଙ୍କ ୪ ସହଯୋଗୀଙ୍କ ଆଗୁଆ ଜାମିନ ଆବେଦନ ମଧ୍ୟ ଖାରଜ-ରାଜାଙ୍କୁ…

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ ମନା

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ ମନାପ୍ରେସ୍‌ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ୍ ମନାଗୃହରେ କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣମୋବାଇଲ ବ୍ୟାନ ପ୍ରତିବାଦରେ ସାମ୍ବାଦିକଙ୍କ ପ୍ରତିବାଦପ୍ରେସ ଗ୍ୟାଲେରୀକୁ ଗଲେ…

ତାରା କହିଲେ , ମୋତେ ଜୀବନରୁ ମାରିଦେବାକୁ ଚେଷ୍ଟା କରିଥିଲେ

ଓଡ଼ିଶା ବିଧାନସଭାରେ ମଙ୍ଗଳବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ବିଜେଡି ଓ କଂଗ୍ରେସ…

ଓଡ଼ିଶା ଗସ୍ତରେ ଆସିବେ ଗୃହମନ୍ତ୍ରୀ ଅମିତ ଶାହ

ଓଡ଼ିଶା ଗସ୍ତରେ ଆସିବେ ଗୃହମନ୍ତ୍ରୀ ଅମିତ ଶାହଆସନ୍ତା ୨୨ରେ ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସିବେବିଭିନ୍ନ ସରକାରି ପ୍ରକଳ୍ପର ଶିଳାନ୍ୟାସରେ ଯୋଗଦେବେ