ଅନୁଗୁଳ,ପାଲଲହଡା ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ସହାୟତା ଘୋଷଣା

ଘଟଣାରେ ଦୁଃଖ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ-ମୃତକଙ୍କ ପରିବାରକୁ ୨ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା-ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ସୂଚନା‌…

ଦୁର୍ଘଟଣା ଘଟିବା ପରେ ବସ୍‌ରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ୧୦ ଜଣ ଯାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି

ସୂଚନା‌ ଅନୁସାରେ ଆଜି ଅପରାହ୍‌ଣରେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆରଟିସି)ର ଏକ ଯାତ୍ରୀବାହୀ ବସ୍‌ ବାରିପଦାରୁ ଅନୁଗୁଳ ଜିଲ୍ଲା ପାଲଲହଡ଼ା ଅଭିମୁଖେ ବାହାରି ଥିଲା।…

ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା ବସ୍‌

କଳାହାଣ୍ଡି ଜୁନାଗଡ଼ ନିକଟରେ ଜଳିଗଲା ବସ୍‌ବଲଦିଆମାଲ ଛକରେ ଜଳିଗଲା ଘରୋଇ ବସ୍ !ନିଆଁ ଲାଗିବା ପୂର୍ବରୁ ସମସ୍ତ ଯାତ୍ରୀ ଉଦ୍ଧାର ହେଲେସ୍ଥାନୀୟ ଲୋକଙ୍କ ଉଦ୍ୟମରେ ସବୁ ଯାତ୍ରୀ…

ଭୂମକମ୍ପ ନେଲା ଜୀବନ। 

ଆଜି ସକାଳୁ ନେପାଳ ଓ ତିବ୍ଦତ ସୀମାରେ ଭୟଙ୍କର ଭୂମିକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ଲଗାତର ୬ଟି ଭୂମିକମ୍ପ ହୋଇଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ରହିଥିଲା ନେପାଳର ଲୋବୁଚେ।…

ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଙ୍ଗମଣ୍ଡା ଗାଁରେ ଗୁଳିକାଣ୍ଡ ।

ଭାଇ ଭଉଣୀଙ୍କୁ ଗୁଳିମାଡ଼ । ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଙ୍ଗ ମଣ୍ଡା ଗାଁରେ ଏହି ଗୁଳିକାଣ୍ଡ ଘଟିଛି । ବିଳମ୍ୱିତ ରାତିରେ ଘର ବାରଣ୍ଡାରେ ଶୋଇଥିବା…

ସଂସଦ ଭବନ ଭିତରେ ପ୍ରତାପ ଷଡ଼ଙ୍ଗୀ ଆହତ

ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତସଂସଦ ଭବନ ଭିତରେ ପ୍ରତାପ ଷଡ଼ଙ୍ଗୀ ଆହତସଂସଦ ସିଢି଼ରୁ ତଳେ ପଡ଼ିଗଲେ ପ୍ରତାପ ଷଡ଼ଙ୍ଗୀରାହୁଲ ଗାନ୍ଧି ଜଣେ ସାଂସଦଙ୍କୁ ଧକ୍କା ଦେଲେ:…

କଟକରୁ ଭୁବନେଶ୍ବର ଫେରିବା ବେଳେ ଜଳିଗଲା ମୋ ବସ

ଆଜି ସନ୍ଧ୍ୟା ପ୍ରାୟ ୮ଟାରେ ମୋ ବସ୍‌ଟି କଟକରୁ ଭୁବନେଶ୍ବର ଅଭିମୁଖେ ବାହାରିଥିଲା। ଏହା ଯେତେବେଳେ ମଧୁପାଟଣା ନିକଟରେ ପହଞ୍ଚି ଥିଲା, ହଠାତ୍ ନିଆଁ ଲାଗିବା ଆରମ୍ଭ…

ଗୁଗୁଲ୍‌ ମ୍ୟାପ୍‌ ପାଇଁ ଚାଲିଗଲା ଜୀବନ

ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଘଟଣାଟି ସତ ଅଟେ। ଗୁଗୁଲ୍‌ ମ୍ୟାପ୍‌ ପାଇଁ ଚାଲିଗଲା ୩ ଜଣଙ୍କ ଜୀବନ । ଏହା ଶୁଣି ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁ ଥାଇପାରେ…