ଭୂମକମ୍ପ ନେଲା ଜୀବନ।
ଆଜି ସକାଳୁ ନେପାଳ ଓ ତିବ୍ଦତ ସୀମାରେ ଭୟଙ୍କର ଭୂମିକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ଲଗାତର ୬ଟି ଭୂମିକମ୍ପ ହୋଇଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ରହିଥିଲା ନେପାଳର ଲୋବୁଚେ।…
Breaking And Latest News Of Odisha
ଆଜି ସକାଳୁ ନେପାଳ ଓ ତିବ୍ଦତ ସୀମାରେ ଭୟଙ୍କର ଭୂମିକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ଲଗାତର ୬ଟି ଭୂମିକମ୍ପ ହୋଇଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ରହିଥିଲା ନେପାଳର ଲୋବୁଚେ।…
ଭାଇ ଭଉଣୀଙ୍କୁ ଗୁଳିମାଡ଼ । ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଙ୍ଗ ମଣ୍ଡା ଗାଁରେ ଏହି ଗୁଳିକାଣ୍ଡ ଘଟିଛି । ବିଳମ୍ୱିତ ରାତିରେ ଘର ବାରଣ୍ଡାରେ ଶୋଇଥିବା…
ନୂଆଦିଲ୍ଲୀ: ଦୁର୍ଘଟଣା ନେଲା ୪ ଜୀବନ | ବୁଧବାର ଉତ୍ତରାଖଣ୍ଡର ଭୀମତାଲ ସହର ନିକଟରେ ଏକ ବସ୍ ଖାତକୁ ଖସିଯିବା ପରେ ୪ଜଣଙ୍କର ମୃତ୍ୟୁ ଘଟିଥିବା ସାମ୍ନାକୁ…
ଅନୁଗୁଳ ୫୫ନଂ NHର ପ୍ରଶାନ୍ତି ହୋଟେଲ ନିକଟରେ ଦୁର୍ଘଟଣାମୃତକ ଜଗତସିଂହପୁରର ବିକ୍ରମ ରାଉତରାୟପ୍ରତିବାଦରରେ ସ୍ଥାନୀୟ ଲୋକଙ୍କ ଜାତୀୟ ରାଜପଥ ଅବରୋଧ
ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତସଂସଦ ଭବନ ଭିତରେ ପ୍ରତାପ ଷଡ଼ଙ୍ଗୀ ଆହତସଂସଦ ସିଢି଼ରୁ ତଳେ ପଡ଼ିଗଲେ ପ୍ରତାପ ଷଡ଼ଙ୍ଗୀରାହୁଲ ଗାନ୍ଧି ଜଣେ ସାଂସଦଙ୍କୁ ଧକ୍କା ଦେଲେ:…
ଚାଦୋକାନଭିତରକୁପଶିଗଲାଟ୍ରାକ୍ଟର କଟକ ସେଲଟର ଛକ ଅଞ୍ଚଳର ଘଟଣାଅଳ୍ପକେ ବର୍ତ୍ତିଲେ ଦୋକାନୀ ଓ ଗ୍ରାହକଟ୍ରାକ୍ଟରର ବ୍ରେକ ଫେଲ ହୋଇଯାଇ ଥିବା ସୂଚନା
ଆଜି ସନ୍ଧ୍ୟା ପ୍ରାୟ ୮ଟାରେ ମୋ ବସ୍ଟି କଟକରୁ ଭୁବନେଶ୍ବର ଅଭିମୁଖେ ବାହାରିଥିଲା। ଏହା ଯେତେବେଳେ ମଧୁପାଟଣା ନିକଟରେ ପହଞ୍ଚି ଥିଲା, ହଠାତ୍ ନିଆଁ ଲାଗିବା ଆରମ୍ଭ…
ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଘଟଣାଟି ସତ ଅଟେ। ଗୁଗୁଲ୍ ମ୍ୟାପ୍ ପାଇଁ ଚାଲିଗଲା ୩ ଜଣଙ୍କ ଜୀବନ । ଏହା ଶୁଣି ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁ ଥାଇପାରେ…
ରେଢ଼ାଖୋଲ: ଜଙ୍ଗଲରୁ ୩ଟି ହାତୀର ମୃତଦେହ ଉଦ୍ଧାର-ନାକଟିଦେଉଳ ରେଂଜ ବୁରମାଲ ଜଙ୍ଗଲରୁ ୩ଟି ହାତୀର ମୃତଦେହ ଉଦ୍ଧାର-୨ଟି ବଡ଼ ହାତୀ ସହ ଗୋଟିଏ ଛୁଆ ହାତୀର ମୃତ୍ୟୁ-ବିଦ୍ୟୁତ…
କରଞ୍ଜିଆ: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରା ପାର୍ଟି ଗାଡ଼ି, ୪ ଗୁରୁତର
ପୋଖରୀକୁ ଗାଧୋଇବାକୁ ଯାଇ ୨ ସମ୍ପର୍କୀୟ ନାବାଳକ ଭାଇଙ୍କ ମୃତ୍ୟୁ-ଦୁଇ ମୃତକ ହେଲେ ଗଣେଶ୍ୱର ବେହେରା ଓ ଶୁଭମ ବେହେରା-ଦୀର୍ଘ ସମୟ ଧରି ଖୋଜାଖୋଜି ପରେ ପୋଖରୀରୁ…
ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ଜୟନାରାୟଣପୁର ପଞ୍ଚାୟତ ନାରାୟଣପୁର ଗାଁର ଏହି ଅଭାବନୀୟ ଘଟଣା ଘଟିଛି। ମୃତ ବୃଦ୍ଧା ଜଣଙ୍କ ହେଲେ ଗାଁର ବାସନ୍ତି ସାହୁ ।ଆଜି ସକାଳେ ବାସନ୍ତି ଘର ବାହାରେ ବସିଥିବା…