ନବରଙ୍ଗପୁର ରାଇଘରରେ, 12 ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଜେଡ଼ି

ନବରଙ୍ଗପୁର: ଆଜି 12 ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଜେଡି ନବରଙ୍ଗପୁର ରାଇଘରରେ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ ହେବ ।…

ଭୁବନେଶ୍ୱରରେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ

ଭୁବନେଶ୍ୱର : ରାଜଧାନୀରେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ଜାତୀୟ ହସ୍ତତନ୍ତ ଦିବସ ଉପଲକ୍ଷେ ଓଡ଼ିଶାରେ EKTA ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି ରାଜ୍ୟ ସରକାର…

ଜଗତସିଂପୁରରେ ଲଜ୍ଜ୍ୟା

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଥାନା ଅଞ୍ଚଳରେ ଘଟିଛି ଲଜ୍ଜ୍ୟାଜନକ ଅଘଟଣ । ଛେଳି ଚରାଇ ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଜଣେ ଦୃବୃତ୍ତ ଦୁଷ୍କର୍ମ କରିବା…

ଦେହରେ କିରୋସିନ ଢାଳି ଜଳିଗଲେ ଯୁବତୀ

କେନ୍ଦ୍ରାପଡ଼ା: ରାଜ୍ୟରେ ଆଉ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ପୁଣିଥରେ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ । ଜଣେ ଯୁବତୀ…

ରାଜ୍ୟ ସରକାରଙ୍କର ବଡ଼ ଘୋଷଣା।ଏବେ ଉପଖଣ୍ଡ ଡାକ୍ତରଖାନାରେ ମିଳିବ ଦିବ୍ୟାଙ୍ଗ ପ୍ରମାଣପତ୍ର ।

ଏଣିକି ଦିବ୍ୟାଙ୍ଗ ପ୍ରମାଣପତ୍ର ପାଇଁ ଆଉ ଆସିବାକୁ ପଡ଼ିବନି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ । ଏବେ ଉପଖଣ୍ଡ ଡାକ୍ତରଖାନାରେ ମିଳିବ ଦିବ୍ୟାଙ୍ଗ ପ୍ରମାଣପତ୍ର । ରାଜ୍ୟର ୩୩ଟି…

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର-

ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାରଏବେ ବି ଅକ୍ସିଜେନ୍‌ ସପୋର୍ଟରେ ଅଛନ୍ତି ପୀଡ଼ିତାଅବସ୍ଥା ଗୁରୁତର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଜାରିସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ସ୍ଥିତି…

ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ାରୁ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଇଛନ୍ତି  ଦୁର୍ବୃତ୍ତ। ପୀଡ଼ିତା ଜଣେ ଯୁକ୍ତ-୨ ଛାତ୍ରୀ ବୋଲି ଜଣାଯାଇଛି। ତାଙ୍କୁ ନିଆଁ ଲଗାଇ ଜାଳି ଦେଇଛନ୍ତି…