ଚଢ଼ାଉ ପାଇଁ ଯାଇ ଅବକାରୀ ଟିମ୍ ହଟହଟା ଲୋକେ କଲେ ଏମିତି?
ଜଳେଶ୍ବର: ବ୍ରାଉନସୁଗାର ରେଡ୍ ବେଳେ କମର୍ଦ୍ଦା ବଜାରରେ ଉତ୍ତେଜନା-ବ୍ରାଉନସୁଗାର ଜବତ ସହ ଜଣେ ମହିଳାଙ୍କୁ ଧରିଲା ଅବକାରୀ ବିଭାଗ-ମହିଳାଙ୍କୁ ଧରି ଆଣିବା ବେଳେ ଅବକାରୀ ଗାଡ଼ି ଅଟକାଇଲେ…
Breaking And Latest News Of Odisha
ଜଳେଶ୍ବର: ବ୍ରାଉନସୁଗାର ରେଡ୍ ବେଳେ କମର୍ଦ୍ଦା ବଜାରରେ ଉତ୍ତେଜନା-ବ୍ରାଉନସୁଗାର ଜବତ ସହ ଜଣେ ମହିଳାଙ୍କୁ ଧରିଲା ଅବକାରୀ ବିଭାଗ-ମହିଳାଙ୍କୁ ଧରି ଆଣିବା ବେଳେ ଅବକାରୀ ଗାଡ଼ି ଅଟକାଇଲେ…
ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଛି। କେଉଁ କାରଣ ଯୋଗୁ…
ଅନୁଗୁଳ ୫୫ନଂ NHର ପ୍ରଶାନ୍ତି ହୋଟେଲ ନିକଟରେ ଦୁର୍ଘଟଣାମୃତକ ଜଗତସିଂହପୁରର ବିକ୍ରମ ରାଉତରାୟପ୍ରତିବାଦରରେ ସ୍ଥାନୀୟ ଲୋକଙ୍କ ଜାତୀୟ ରାଜପଥ ଅବରୋଧ
ଭିଜିଲାନ୍ସ ଜାଲରେ BEO ଅଫିସ ସେକ୍ସନ ଅଫିସର ରଂଜିତ ଷଡ଼ଙ୍ଗୀଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ବେଳେ ଧରାପଡ଼ିଲେପେନ୍ସନ କରାଇଦେବାକୁ ନେଉଥିଲେ ୧୦ ହଜାର ଟଙ୍କା ଲାଞ୍ଚନବରଙ୍ଗପୁର ଜିଲ୍ଲାର…
ଚାଦୋକାନଭିତରକୁପଶିଗଲାଟ୍ରାକ୍ଟର କଟକ ସେଲଟର ଛକ ଅଞ୍ଚଳର ଘଟଣାଅଳ୍ପକେ ବର୍ତ୍ତିଲେ ଦୋକାନୀ ଓ ଗ୍ରାହକଟ୍ରାକ୍ଟରର ବ୍ରେକ ଫେଲ ହୋଇଯାଇ ଥିବା ସୂଚନା
ଭୁବନେଶ୍ବର: କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସସି) ଦ୍ବାରା ପରିଚାଳିତ ଆଇଏଏସ୍ ପରୀକ୍ଷା-୨୦୨୩ରେ ଦ୍ବିତୀୟ ରାଙ୍କ ରଖିଥିବା ଓଡ଼ିଆ ପୁଅ ଅନିମେଶ ପ୍ରଧାନଙ୍କୁ ଓଡ଼ିଶା କ୍ୟାଡର ମିଳିଛି। ଉତ୍ତରାଖଣ୍ଡର ମସୁରୀସ୍ଥିତ…
କେନ୍ଦୁଝର: ଜୁନିଅର ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ରେଡ୍ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍ଭୁବନେଶ୍ବର, କେନ୍ଦୁଝର, ଯାଜପୁର ସମେତ ୭ଟି…
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି୫ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
ଭିନ୍ନକ୍ଷମ-ସାଧାରଣ ବ୍ୟକ୍ତିଙ୍କ ବିବାହ ପ୍ରୋତ୍ସାହନ ପାଇଁ ୧୦ କୋଟିଜାତୀୟ ସ୍ବାସ୍ଥ୍ୟ ମିଶନରେ ରାଜ୍ୟ ଭାଗ ୧୦୫୬ କୋଟି ଟଙ୍କାରାଷ୍ଟ୍ରୀୟ ଯୋଜନାରେ ଶ୍ବେତ ବିପ୍ଳବ ପାଇଁ ୯୧ କୋଟି…
ଦେବଗଡ଼ ANM ସେଣ୍ଟରରେ ରାତ୍ରିଭୋଜନ ଖାଇ ୧୧ ଅସୁସ୍ଥଅସୁସ୍ଥ ଛାତ୍ରୀଙ୍କ ମଧ୍ୟରୁ ୩ ଗୁରୁତର ଡାକ୍ତରଖାନାରେ ଭର୍ତ୍ତିCDMOଙ୍କ କାର୍ଯ୍ୟାଳୟ ଘେରାଉ କଲେ ଏଏନ୍ଏମ୍ ଛାତ୍ରୀANM ସେଣ୍ଟର ଅଧ୍ୟକ୍ଷାଙ୍କ…
ସମୟ କଟକଣାକୁ ନେଇ କଟକ ବାଲିଯାତ୍ରାରେ ଅପ୍ରୀତିକର ଘଟଣା •ଓଲିଉଡ କଣ୍ଠଶିଳ୍ପୀ ଅସୀମା ପଣ୍ଡାଙ୍କୁ ଷ୍ଟେଜରୁ ଓହ୍ଲାଇ ଦେଲା ପୋଲିସ•ଗୀତ ଅଧାରୁ ଅସୀମାଙ୍କୁ ଷ୍ଟେଜରୁ ଓହ୍ଲାଇ ଦେଲା…