୮୭ ବର୍ଷ ବୟସରେ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଭେଟେରାନ ଅଭିନେତା ମନୋଜ କୁମାର।
ଭେଟେରାନ ବଲିଉଡ୍ ଅଭିନେତା ତଥା ନିର୍ଦ୍ଦେଶକ ମନୋଜ କୁମାରଙ୍କ ପରଲୋକ ହୋଇଛି । ୮୭ ବର୍ଷ ବୟସରେ ମୁମ୍ବାଇସ୍ଥିତ କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ…
