ନବରଙ୍ଗପୁର ରାଇଘରରେ, 12 ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଜେଡ଼ି

ନବରଙ୍ଗପୁର: ଆଜି 12 ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଜେଡି ନବରଙ୍ଗପୁର ରାଇଘରରେ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ ହେବ ।…

ଜୟପୁର,ଅରବିନ୍ଦ ନଗରରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ  ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଛନ୍ତି

ଜୟପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରକ୍ଷାବନ୍ଧନ ଉତ୍ସବରେ ସାମିଲ ହୋଇଛନ୍ତି । ଅରବିନ୍ଦ ନଗରରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ  ମୁଖ୍ୟମନ୍ତ୍ରୀଙ୍କ ହାତରେ…

ଭୁବନେଶ୍ୱରରେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ

ଭୁବନେଶ୍ୱର : ରାଜଧାନୀରେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ଜାତୀୟ ହସ୍ତତନ୍ତ ଦିବସ ଉପଲକ୍ଷେ ଓଡ଼ିଶାରେ EKTA ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି ରାଜ୍ୟ ସରକାର…

ଆଜି ହେଉଛି ଜାତୀୟ ହସ୍ତତନ୍ତ ଦିବସ

ବୌଦ୍ଧ: ପ୍ରତିବର୍ଷ ଅଗଷ୍ଟ ୭ ତାରିଖରେ ହସ୍ତତନ୍ତ ଦିବସ ପାଳନ କରାଯାଇଥାଏ । ସମୟ ବଦଳିବା ସହ ବଦଳୁଛି ହାତବୁଣା ପୋଷାକର ଚାହିଦା । ଆଜିକାଲି ଯୁବପିଢୀଙ୍କ…

ପୁଣି ଶ୍ରୀମନ୍ଦିରରେ ଗୁପ୍ତ କ୍ୟାମେରା

ପୁରୀ: ପୁଣି ଶ୍ରୀମନ୍ଦିର ଭିତରୁ ଜବତ ହୋଇଛି ଗୁପ୍ତ କ୍ୟାମେରା। ଶ୍ରୀମନ୍ଦିରର ପଶ୍ଚିମଦ୍ଵାର ପଟେ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧି ଜଣେ ଯୁବକ ପ୍ରବେଶ କରୁଥିବା…

ଜବ୍‌ କାର୍ଡ ଜାଲିଆତିରେ ଦେଶରେ ପ୍ରଥମ ସ୍ଥାନରେ ରେ ବିହାର ଦ୍ୱିତୀୟ ସ୍ଥାନରେ ଓଡିଶା।

ଜବ୍‌ କାର୍ଡ ଜାଲିଆତିକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି । ସାରା ଦେଶରେ ନକଲି ଜବ୍ କାର୍ଡ ହାତେଇବାରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ…

ଆସନ୍ତା କାଲି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

କାଲି ଶ୍ରୀମନ୍ଦିରରେ ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଚିତାଲାଗି ନୀତିଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥଙ୍କ ଦର୍ଶନଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବାରୁ ଦର୍ଶନ ବନ୍ଦପ୍ରଥମ…

ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା।

ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା ମାମଲାର ତଥ୍ୟ ଅନୁଧ୍ୟାନ ପାଇଁ କମିଟି ଗଢ଼ିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଏହି ତଥ୍ୟ…

ରାତି ପାହିଲେ ଶ୍ରାବଣ ପ୍ରଥମ ସୋମବାର: ଶୈବ ପୀଠ ଚଳଚଞ୍ଚଳ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର । ଏ ନେଇ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବ ପୀଠ। ପାଣି ଲାଗି କରିବାକୁ କାଉଡ଼ିଆ…

ଆସନ୍ତା ୭ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ, ଜୁନ୍ ୩୦ ତାରିଖ ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ୱୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ଆବେଦନ ପତ୍ର ସହ…