ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ କାର୍ଯ୍ୟକାଳର ତୃତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକାର୍ପଣ ଉତ୍ସବ।
ଫୋକସ ପ୍ଲସ ୪/୬/୨୨(ବାଲେଶ୍ଵର):ଆଜି ଭାରତୀୟ ଜନତା ପାର୍ଟି ଜିଲ୍ଲା ତରଫରୁ ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ କାର୍ଯ୍ୟକାଳର ତୃତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ରିପୋର୍ଟ କାର୍ଡର…
