ଆଉ ଦୁଇ ଦିନ ମଧ୍ୟରେ ସରିବ ମାଟ୍ରିକ୍ ଖାତା ଦେଖା
ମେ’ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇଗ୍ରେସ୍ ମାର୍କ ସମ୍ପର୍କରେ ନିଷ୍ପତ୍ତି ନେବ ପରିଚାଳନା କମିଟି
Breaking And Latest News Of Odisha
ମେ’ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇଗ୍ରେସ୍ ମାର୍କ ସମ୍ପର୍କରେ ନିଷ୍ପତ୍ତି ନେବ ପରିଚାଳନା କମିଟି
ଓଡ଼ିଶାର ୨ଟି ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରିପ୍ରକଳ୍ପରେ ବିନିଯୋଗ ହେବ ୫ ହଜାର ୧୦୪ କୋଟି ଟଙ୍କାପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନଙ୍କ କୃତଜ୍ଞତା
ନହିଁ ପ୍ରକଳ୍ପର ସମୀକ୍ଷା କଲେ ପୂର୍ତ୍ତ ମନ୍ତ୍ରୀ ପୃଥିବୀରାଜ ହରିଚନ୍ଦନଆସନ୍ତା ୩ ବର୍ଷରେ ୧୫ ହଜାର କିମି ରାସ୍ତା ହେବ୨ ଲକ୍ଷ କୋଟିରେ ୧୫ ହଜାର କିମି…
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ସେଥିପାଇଁ ସନ୍ଧ୍ୟାରେ ପ୍ରାୟ ୫ଘଣ୍ଟା ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁସାରେ…
ତୁଳସୀ ଗଣନାଟ୍ୟରେ କଳାକାର ଓ ମାଲିକଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦରେ ନୂଆମୋଡ । ଯାତ୍ରା ମାଲିକ ଅନନ୍ତ ନାରାୟଣ ଧଳଙ୍କ ନାଁରେ କଳାକାର ନରି ପଣ୍ଡା ଆଣିଲେ…
ଆଜିଠୁ ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନାକଳାହାଣ୍ଡିରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀଗରିବ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ ହେବେଯୋଜନା ସହ ଯୋଡ଼ି ହେବେ ୫୦ହଜାର ହିତାଧିକାରୀପୂରଣ ହେବ…
ବିଧାନସଭା ବଜେଟ୍ ଅଧିବେଶନ । ଗୃହରେ ବ୍ୟୟ ମଞ୍ଜୁରୀ ବିଲ ପାରିତ ପୂର୍ବରୁ ମୁଖ୍ୟ ବିରୋଧୀ ବିଜେଡ଼ି ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିଛି। ବିପର୍ଯ୍ୟସ୍ତ ଆଇନ…
ଗୃହ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ହୋହଲ୍ଲା-୧୨ଟା ୯ ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି-ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ମୁଲତବି ଘୋଷଣା-ଗୃହରେ ଘଣ୍ଟ ବାଡ଼େଇ କଂଗ୍ରେସ…
ରାଷ୍ଟ୍ରପତି ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଭୁବନେଶ୍ୱର ରାଜଭବନରେ ରହିବେ ରାଷ୍ଟ୍ରପତି । ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି…
ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତକେନ୍ଦ୍ରାପଡ଼ାର ଆଳି ଆସନରୁ ବିଧାୟକ ହୋଇଥିଲେକିଡ୍ନୀ ରୋଗରେ ୬୬ ବର୍ଷ ବୟସରେ ପରଲୋକଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ
ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀଗୃହରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍ରେ ମଞ୍ଜୁରୀରାଜ୍ୟରେ ୩ କୋଟି ୪୬ ଲକ୍ଷ…
ଓଡ଼ିଶାକୁ କେନ୍ଦ୍ର ସରକାରଙ୍କ ଆଉ ଏକ ବଡ଼ ଭେଟି-ଖୋର୍ଦ୍ଧାରେ ଖୋଲିବ ନ୍ୟାସନାଲ୍ ଫୋରେନ୍ସିକ୍ ସାଇନ୍ସ ୟୁନିଭର୍ସିଟି-କାଲି ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ସୂଚନା-ଏଥିପାଇଁ ପ୍ରଧାନମନ୍ତ୍ରୀ,…