ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ
ଭୁବନେଶ୍ୱର : ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ।…
Breaking And Latest News Of Odisha
ଭୁବନେଶ୍ୱର : ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ।…
ବରଗଡ଼ ଜିଲ୍ଲା ଗାଇସିଲେଟ ଅଂଚଳରୁ ଆସୁଛି ଚାଞ୍ଚଲ୍ୟ କର ଘଟଣା । ଫୁଣି ଜଣେ ନାବାଳିକା ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ନିଆଁ ଲିଭାଇବା…
ନବରଙ୍ଗପୁର: ଆଜି 12 ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଜେଡି ନବରଙ୍ଗପୁର ରାଇଘରରେ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ ହେବ ।…
ଜୟପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରକ୍ଷାବନ୍ଧନ ଉତ୍ସବରେ ସାମିଲ ହୋଇଛନ୍ତି । ଅରବିନ୍ଦ ନଗରରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ହାତରେ…
ଭୁବନେଶ୍ୱର : ରାଜଧାନୀରେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ଜାତୀୟ ହସ୍ତତନ୍ତ ଦିବସ ଉପଲକ୍ଷେ ଓଡ଼ିଶାରେ EKTA ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି ରାଜ୍ୟ ସରକାର…
ପୁରୀ : ଟର୍ଚ୍ଚ ଲାଇଟରେ ରୋଗୀ ଦେଖିଲେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର । ଏପରି ଅଭାବନୀୟ ଦୃଶ୍ୟ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦେଖିବାକୁ…
ବୌଦ୍ଧ: ପ୍ରତିବର୍ଷ ଅଗଷ୍ଟ ୭ ତାରିଖରେ ହସ୍ତତନ୍ତ ଦିବସ ପାଳନ କରାଯାଇଥାଏ । ସମୟ ବଦଳିବା ସହ ବଦଳୁଛି ହାତବୁଣା ପୋଷାକର ଚାହିଦା । ଆଜିକାଲି ଯୁବପିଢୀଙ୍କ…
ପୁରୀ: ପୁଣି ଶ୍ରୀମନ୍ଦିର ଭିତରୁ ଜବତ ହୋଇଛି ଗୁପ୍ତ କ୍ୟାମେରା। ଶ୍ରୀମନ୍ଦିରର ପଶ୍ଚିମଦ୍ଵାର ପଟେ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧି ଜଣେ ଯୁବକ ପ୍ରବେଶ କରୁଥିବା…
ଜବ୍ କାର୍ଡ ଜାଲିଆତିକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି । ସାରା ଦେଶରେ ନକଲି ଜବ୍ କାର୍ଡ ହାତେଇବାରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ…
ଏବେ ଶ୍ରାବଣ ମାସ ଚାଲିଛି । ଅନେକ କାଉଡ଼ିଆ ଭକ୍ତ ଜଳାଭିଷେକ ପାଇଁ ପାଣି ଭାର ନେଇ ଯାଉଛନ୍ତି । ଏଣୁ ମାସ ବ୍ୟାପି ନିରାମିଷ ଆହାର…
କାଲି ଶ୍ରୀମନ୍ଦିରରେ ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଚିତାଲାଗି ନୀତିଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥଙ୍କ ଦର୍ଶନଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବାରୁ ଦର୍ଶନ ବନ୍ଦପ୍ରଥମ…
ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା ମାମଲାର ତଥ୍ୟ ଅନୁଧ୍ୟାନ ପାଇଁ କମିଟି ଗଢ଼ିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଏହି ତଥ୍ୟ…