ସୁନା ଓ ରୁପା ଦରରେ ପରିବର୍ତ୍ତନ

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୫,୮୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୪,୫୦୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୫,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୪,୬୫୦ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ଵରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୮୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୪,୫୦୦ ଟଙ୍କାରେ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୫,୮୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୪,୫୦୦ ଟଙ୍କା ରହିଛି । ସେହିପରି ଚେନ୍ନାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୩୬,୫୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟର ମୂଲ୍ୟ ୧,୨୫,୨୦୦ ଟଙ୍କା ରହିଛି । ସେହିପରି କୋଲକାତାରେ ସୁନା ମୂଲ୍ୟ ୧,୩୫,୮୨୦ ଓ ୧,୨୪,୫୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୪୦,୦୦୦ ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *