ସୁନା ଓ ରୁପା ଦରରେ ବଡ଼ ପରିବର୍ତ୍ତନ, ଆସନ୍ତୁ ଜାଣିବା କେତେ ରହିଛି ଦାମ

ସୁନା ପ୍ରେମୀଙ୍କ ପାଇଁ ବଡ଼ ଖୁସି ଖବର । ସୁନା ଓ ରୁପା ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି । କିଛି ସମୟ ହେବ ସୁନା ଦରରେ ଲଗାତାର ହ୍ରାସ ହେଉଛି । ଆଜି ପୁଣି ଥରେ ସୁନା ଦରରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳିଛି । ସୁନା କିଣିବାକୁ ଚାହୁଁଥିଲେ, ଆପଣଙ୍କ ପାଇଁ ବଡ଼ ସୁଯୋଗ । କମିଲା ସୁନା ଓ ରୁପା ଦାମ୍ । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୬,୭୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୫,୩୯୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧,୦୨,୫୯୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୬,୭୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୨୫,୩୯୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୬,୭୯୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୨୫,୩୯୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୬,୯୪୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୨୫,୫୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୬,୭୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୨୫,୩୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୬,୭୯୦ ଓ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୨୫,୩୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୯୯,୯୦୦ ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *