ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ପରିବର୍ତ୍ତନ । ତଳ ମୁହାଁ ହେଉଛି ସୁନା ଓ ରୂପା ଦର । ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ଜାଣି ନିଅନ୍ତୁ କେତେ ରହିଛି ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୨,୮୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୦,୧୫୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୨,୮୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୦,୧୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୨,୮୯୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧୦ ଗ୍ରାମ ପିଛା ୧,୪୦,୧୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୩,୦୪୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୦,୩୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୨,୮୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୦,୧୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୨,୮୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୦,୧୫୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୪୫,୦୦୦ ଟଙ୍କା ହୋଇଛି ।
