କମୁଛି ସୁନା ଦର କିନ୍ତୁ ସ୍ଥିର ରହିଛି ରୁପା ଦର, ନଜର ପକାନ୍ତୁ କେତେ ରହିଛି ଦାମ

ସୁନା ଦରରେ ବଡ଼ ପରିବର୍ତ୍ତନ, ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୩୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୧,୪୫୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୩୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୧,୪୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୩୧୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧୦ ଗ୍ରାମ ପିଛା ୧,୪୧,୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୪୬୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୧,୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୩୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୧,୪୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୩୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୧,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୦,୦୦୦ ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *