ଆଜିଠୁ ପ୍ରବଳ ବର୍ଷା : ପାଣିପାଗ ବିଭାଗ ପକ୍ଷରୁ ସୂଚନା

ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ । ବାଂଲାଦେଶ ଉପକୂଳ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି । ଘଡ଼ଘଡ଼ି, ବିଜୁଳି ସହ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ରହିଛି । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ଗଠନ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି । ତେବେ ଅଧିକ ଜାଣିବା ପାଇଁ କ୍ଲିକ କରନ୍ତୁ ଏହି ଲିଙ୍କ…….

Leave a Reply

Your email address will not be published. Required fields are marked *