ଜିରୋ ନାଇଟ୍‌: ରୋଡ୍‌ ରୋମିଓଙ୍କ ଉପରେ ରହିବ ତୀକ୍ଷ୍ଣ ନଜର!

ଭୁବନେଶ୍ୱର: ଆଉ ୨ ଦିନ ପରେ ବଦାୟ ନେବ ୨୦୨୪। ନୂଆବର୍ଷକୁ ସ୍ୱାଗତ ସହ ଜିରୋ ନାଇଟ୍‌ ସେଲିବ୍ରେସନ୍‌ ପାଇଁ ସବୁଆଡେ଼ ଜୋର୍‌ଦାର ଚାଲିଛି ପ୍ରସ୍ତୁତି। ଏହି…

ବର୍ଷାରେ ଫସଲ ନଷ୍ଟ ହୋଇଛି କି?ମିଳିବ ଚାଷୀଙ୍କୁ କ୍ଷତିପୂରଣ : ମନ୍ତ୍ରୀ

ଚଳିତ ମାସ ୧୭ ତାରିଖ ଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ବଡ଼ଧରଣର ବର୍ଷା ହୋଇ ନଥିବା ବେଳେ ହାଲୁକାରୁ ମଧ୍ୟମଧରଣର ବର୍ଷା ଚାଷୀକୁଳଙ୍କୁ କ୍ଷତି ପହଞ୍ଚାଇଛି।…

ରାଜ୍ୟରେ ବର୍ଷା ଜାରି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଲାଗିରହିବ। ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମଧରଣର ବର୍ଷା ହୋଇପାରେ।…

ଫେବ୍ରୁଆରୀ ୧୯ରୁ ମାର୍ଚ୍ଚ ୯ ଆଇସିସି ଚାଂପିଅନ୍ସ ଟ୍ରଫି

-ଫେବ୍ରୁଆରୀ ୧୯ରୁ ମାର୍ଚ୍ଚ ୯ ଆଇସିସି ଚାଂପିଅନ୍ସ ଟ୍ରଫି-୮ଟି ଟିମ୍‌ ୨ଟି ଗ୍ରୁପରେ ବିଭକ୍ତ, ଖେଳାଯିବ ୧୫ଟି ମ୍ୟାଚ୍-ଭାରତ ଖେଳିବାକୁ ଥିବା ସବୁ ମ୍ୟାଚ୍ ଦୁବାଇରେ ଖେଳାଯିବ-ଅନ୍ୟ…

ପୂର୍ବ ସରକାରରେ ଶିକ୍ଷା ବ୍ୟବସ୍ଥା ଦୁର୍ବଳ… ଅପାଠୁଆ ପୂର୍ବ ସରକାର

ଆରଏନ୍‌ଟି ଶତବାର୍ଷିକୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା-‘ପୂର୍ବ ସରକାରଙ୍କ ଯୋଗୁଁ ଶିକ୍ଷା ବ୍ୟବସ୍ଥା ଦୁର୍ବଳ ହୋଇ ପଡ଼ିଥିଲା’-‘ବିଏଡ୍ କଲେଜ୍ ଅଭାବ ଥିବାରୁ ରାଜ୍ୟ ବାହାରେ ପିଲା…

ପ୍ରତାପଙ୍କ ନାଁରେ ମାନହାନି ଅଭିଯୋଗ

ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ନାଁରେ ମାନହାନି ଅଭିଯୋଗକ୍ୟାପିଟାଲ ଥାନାରେ ଏତଲା ଦେଲା ଛାତ୍ର କଂଗ୍ରେସକଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ନାଁରେ ମିଛ ମାମଲା ଅଭିଯୋଗଲୋକସଭାରେ ଠେଲାପେଲାରେ ପଡ଼ି…

ସଂସଦ ଭବନ ଭିତରେ ପ୍ରତାପ ଷଡ଼ଙ୍ଗୀ ଆହତ

ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତସଂସଦ ଭବନ ଭିତରେ ପ୍ରତାପ ଷଡ଼ଙ୍ଗୀ ଆହତସଂସଦ ସିଢି଼ରୁ ତଳେ ପଡ଼ିଗଲେ ପ୍ରତାପ ଷଡ଼ଙ୍ଗୀରାହୁଲ ଗାନ୍ଧି ଜଣେ ସାଂସଦଙ୍କୁ ଧକ୍କା ଦେଲେ:…

ଲାଞ୍ଚ ନେଉଥିଲେ ସେକ୍ସନ ଅଫିସର,ମାଡ଼ିବସିଲା ଭିଜିଲାନ୍ସ!

ଭିଜିଲାନ୍ସ ଜାଲରେ BEO ଅଫିସ ସେକ୍ସନ ଅଫିସର ରଂଜିତ ଷଡ଼ଙ୍ଗୀଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ବେଳେ ଧରାପଡ଼ିଲେପେନ୍‌ସନ କରାଇଦେବାକୁ ନେଉଥିଲେ ୧୦ ହଜାର ଟଙ୍କା ଲାଞ୍ଚନବରଙ୍ଗପୁର ଜିଲ୍ଲାର…

କାଲିଠୁ ରାଜ୍ୟରେ ବଢିବ ଶୀତ, ୨ ରୁ ୪ ଡିଗ୍ରୀ ଖସିବ ତାପମାତ୍ରା

ଉପକୂଳ ଓଡ଼ିଶାରେ ଦୁଇ ସପ୍ତାହ ପରେ ଶୀତ:୧୫ ତାରିଖରୁ ୨୧ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସର୍ବନିମ୍ନ ତାପମାତ୍ରା ୧୨ ରୁ ୧୪ ଡିଗ୍ରୀକୁ ଖସିଆସିବ…