୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍ରେ ଅନୁମୋଦନ।
କ୍ୟାବିନେଟ୍ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବସଂଗ୍ରାହଳୟଗୁଡ଼ିକର ସୁପରିଚାଳନା ପାଇଁ ହେବ ନିର୍ଦ୍ଦେଶାଳୟ ସମବାୟ ବିଭାଗ ପକ୍ଷରୁ ୩୮ଟି ମଣ୍ଡିକୁ ମଡେଲ ମଣ୍ଡି କରାଯିବଆଉ…
Breaking And Latest News Of Odisha
କ୍ୟାବିନେଟ୍ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବସଂଗ୍ରାହଳୟଗୁଡ଼ିକର ସୁପରିଚାଳନା ପାଇଁ ହେବ ନିର୍ଦ୍ଦେଶାଳୟ ସମବାୟ ବିଭାଗ ପକ୍ଷରୁ ୩୮ଟି ମଣ୍ଡିକୁ ମଡେଲ ମଣ୍ଡି କରାଯିବଆଉ…
ନ୍ୟାୟ ପାଇଁ ମା’ର ଲଢେଇ । ନିଖୋଜ ପିହୁକୁ ଖୋଜି ଆଣିବାକୁ ପିହୁ ମା’ ପୁଣି ଥରେ ଧାରଣାରେ ବସିଛନ୍ତି । ପୁଣିଥରେ ନିଖୋଜ ପିହୁ ଘଟଣାର…
ବୌଦ୍ଧ: ବୌଦ୍ଧରେ ବସ୍-ବାଇକ୍ ମୁହାଁମୁହିଁ ଧକ୍କା; ୨ ବାଇକ୍ ଆରୋହୀ-ବାଉଁଶୁଣୀ ଥାନା ଗଜରାଜପୁର ଛକ ନିଟକରେ ଦୁର୍ଘଟଣା-ଭୁବନେଶ୍ବରରୁ ଉମରକୋଟ ଅଭିମୁଖେ ଯାଉଥିଲା ବସ୍-ବିଳମ୍ବିତ ରାତିରେ ଧକ୍କା ହେବାରୁ…
ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ପୁଣି ଥରେ ନିର୍ବାଚନ କମିଶନଙ୍କୁ ଟାର୍ଗେଟ କରିଛନ୍ତି । ଭୋଟର ତାଲିକା ଉପରେ ପ୍ରଶ୍ନ ଉଠାଇଛନ୍ତି ରାହୁଲ ଗାନ୍ଧୀ ।…
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୨, ୫୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୪ ,୦୦୦ ଟଙ୍କା…
ଜବ୍ କାର୍ଡ ଜାଲିଆତିକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି । ସାରା ଦେଶରେ ନକଲି ଜବ୍ କାର୍ଡ ହାତେଇବାରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ…
ସୂଚନାଯୋଗ୍ୟ, ଦିନକ ପୂର୍ବରୁ ଲେଖାଶ୍ରୀ ସାମ୍ବାଦିକ ସମ୍ମିଳନୀରେ କହିଥିଲେ,, ସରକାର, ବର୍ଷ ଏକ ଶୋଷଣ ଅନେକ, ଭାଷଣ ଅନେକ। ବାଲେଶ୍ୱର ଜିଲ୍ଲାର ଅନେକ ନିର୍ବାଚନ ମଣ୍ଡଳୀରେ ଆଇନ…
ଲିଡ୍ସରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚରେ ଭାରତ ଦୃଢ଼ ସ୍ଥିତିରେ ରହିଛି। ୨ୟ ଦିନ ଖେଳ ଜାରି ରହିଥିବାବେଳେ ଭ୍ରମଣକାରୀ ଦଳ ୫ ଉଇକେଟ ହରାଇ…
ରାଜ୍ୟର ବହୁ ସ୍ଥାନରେ ବର୍ଷା ହୋଇଛି । କିଛି ଜାଗାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା…
ପୁରୀ, ୧୧।୬ : ସ୍ନାନ ପୂର୍ଣ୍ଣିମାରେ ବରିଷ୍ଠ ସେବାୟତଙ୍କୁ ହତ୍ୟା। ପୁରୀ ଗୁଡିଆ ସାହିରେ ଘଟିଛି ଏଭଳି ହତ୍ୟାକାଣ୍ଡ। ମୃତକ ହେଉଛନ୍ତି ମହାସୁଆର ସାହିର ଜଗନ୍ନାଥ ଦୀକ୍ଷିତ।…
ବନ୍ୟଜନ୍ତୁ ଆକ୍ରମଣ ଜନିତ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି6 ଲକ୍ଷରୁ 10 ଲକ୍ଷ ଟଙ୍କାକୁ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀବାସଗୃହ କ୍ଷତିଗ୍ରସ୍ତ ହେଲେ ଅନ୍ତ୍ୟୋଦୟ ଗୃହଯୋଜନାରେ…
ନୟାଗଡ଼ ଟାଉନ ଥାନା ମାନପୁରରେ ଚାଞ୍ଚଲ୍ୟଘର ଭିତରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାରପଞ୍ଚରିଡ଼ା ବନାଞ୍ଚଳର ଫରେଷ୍ଟର ଶିଶିର ସାହୁ ମୃତସ୍ତ୍ରୀ ଓ ପୁଅ ଶୋଇଥିବାବେଳେ ଘରୁ ବାହାରିଥିଲା ନିଆଁହତ୍ୟା…