ପଶ୍ଚିମବଙ୍ଗକୁ ଯାଉଥିବା ଖାଦ୍ୟ ଗାଡି ଅଟକାଇଲେ:ଆଳୁ ଗାଡି ନଆସିବାର ପରିଣାମ!

ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଗାଡି ଆସୁନାହିଁ। ପଶ୍ଚିମବଙ୍ଗ ସରକାର ପର୍ଯ୍ୟାପ୍ତ ପରିମାଣର ଆଳୁ ଗାଡି ଛାଡୁନଥିବାରୁ ଓଡ଼ିଶାରେ ଆଳୁ ସଙ୍କଟ ଦେଖାଦେଇଛି। ଫଳରେ ଓଡ଼ିଶା ଦେଇ ପଶ୍ଚିମବଙ୍ଗକୁ…

 ୪୮ ଘଣ୍ଟା ଯାଏଁ ରାଜ୍ୟର ଏସବୁ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ପାଣିପାଗ ବିଭାଗ ଅନୁସାରେ ଆସନ୍ତାକାଲି (ଗୁରୁବାର) ସକାଳ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରର ଗୋଟିଏ ବା ଦୁଇଟି ସ୍ଥାନରେ…

ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ#BreakingNews

ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ-ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌-ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ…

ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପଙ୍କ ସମ୍ପତ୍ତି ଦେଖିଲେ ତାଜୁବ ହୋଇଯିବେ

କଟକ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ (ଓବିସିସି)ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି।…

ଆଜିର ଅନୁଚିନ୍ତା

. ♨️🙏🏻ଆଜିର ଅନୁଚିନ୍ତା 🙏🏻♨️ ⚜⚜⚜⚜⚜⚜⚜⚜⚜⚜⚜ •ଶାଶୁ ବୋହୂଙ୍କର ମେଣ୍ଟୁନି ଝଗଡାଅଦାଲତ ହୁଏ ଲୋଡା,ବିଚରା ସ୍ବାମୀଟି ବସି ଚିନ୍ତାକରେସତରେ ଭାଗ୍ୟଟା ପୋଡା । •ଟଙ୍କାର ମହତ୍ତ୍ବ ଆଜି…

୮ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ

କଟକରୁ ୮ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତଜବତ କଲା ଦରଘାବଜାର ଥାନା ପୋଲିସସ୍ଥାନୀୟ ବଜାର ନିକଟରେ ଚଢ଼ାଉ କରି ଧରିଲାଜବତ ବ୍ରାଉନସୁଗାରର ଓଜନ ୭୭.୮ ଗ୍ରାମବ୍ରାଉନସୁଗାରର…

ବାହାର ରାଜ୍ୟକୁ ବାଘଛାଲ ଚାଲାଣ ପାଇଁ ହେଉଥିଲା ମୁଲଚାଲ। BreakingNews

ଯାଜପୁର, ଟମକା ବନାଞ୍ଚଳ ଅଧିନ ଆମ୍ବଡାହି ନିକଟରୁ ବନବିଭାଗ ପକ୍ଷରୁ ଏକ କଲରାପତରିଆ ବାଘ ଛାଲ ଜବତ। ଜଣେ ଅଭିଯୁକ୍ତ ଗିରଫ। ବାହାର ରାଜ୍ୟକୁ ବାଘଛାଲ ଚାଲାଣ…

ଅଧିକ ଲୁଣ ଖାଉଛନ୍ତି କି ?

ଅଧିକ ଲୁଣ ଖାଇଲେ ହୋଇଯାଆନ୍ତୁ ସାବଧାନ । ଏହା ଆପଣଙ୍କ ଶରୀରକୁ ପହଞ୍ଚାଇପାରେ କ୍ଷତି । ହଁ ଆଜ୍ଞା ଏମିତି କିଛି ତଥ୍ୟ ଦେଇଛି ଡବ୍ଳୁ.ଏଚ୍‌. ଓ…