୧୨ ହଜାର ୧୫୬ କୋଟିର ଅତିରିକ୍ତ ବଜେଟଉ ପସ୍ଥାପିତ
ଭିନ୍ନକ୍ଷମ-ସାଧାରଣ ବ୍ୟକ୍ତିଙ୍କ ବିବାହ ପ୍ରୋତ୍ସାହନ ପାଇଁ ୧୦ କୋଟିଜାତୀୟ ସ୍ବାସ୍ଥ୍ୟ ମିଶନରେ ରାଜ୍ୟ ଭାଗ ୧୦୫୬ କୋଟି ଟଙ୍କାରାଷ୍ଟ୍ରୀୟ ଯୋଜନାରେ ଶ୍ବେତ ବିପ୍ଳବ ପାଇଁ ୯୧ କୋଟି…
Breaking And Latest News Of Odisha
ଭିନ୍ନକ୍ଷମ-ସାଧାରଣ ବ୍ୟକ୍ତିଙ୍କ ବିବାହ ପ୍ରୋତ୍ସାହନ ପାଇଁ ୧୦ କୋଟିଜାତୀୟ ସ୍ବାସ୍ଥ୍ୟ ମିଶନରେ ରାଜ୍ୟ ଭାଗ ୧୦୫୬ କୋଟି ଟଙ୍କାରାଷ୍ଟ୍ରୀୟ ଯୋଜନାରେ ଶ୍ବେତ ବିପ୍ଳବ ପାଇଁ ୯୧ କୋଟି…
ସମୟ କଟକଣାକୁ ନେଇ କଟକ ବାଲିଯାତ୍ରାରେ ଅପ୍ରୀତିକର ଘଟଣା •ଓଲିଉଡ କଣ୍ଠଶିଳ୍ପୀ ଅସୀମା ପଣ୍ଡାଙ୍କୁ ଷ୍ଟେଜରୁ ଓହ୍ଲାଇ ଦେଲା ପୋଲିସ•ଗୀତ ଅଧାରୁ ଅସୀମାଙ୍କୁ ଷ୍ଟେଜରୁ ଓହ୍ଲାଇ ଦେଲା…
ପୁରୀ: ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଅନ୍ତର୍ଗତ ଚିଲିକା କୂଳ ଯମୁନା ଗାଁରେ ଛାଡ଼ଖାଇ ପୂର୍ବରୁ ଅଘଟଣ ଘଟିଛି। ଏକ ଚିଙ୍ଗୁଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…
ଭୁବନେଶ୍ୱର: ଧର୍ମ ମାସ କାର୍ତ୍ତିକରେ ରାଜ୍ୟରେ ପନିପରିବା ଦର ଆକାଶଛୁଆଁ ହେବାରେ ଲାଗିଛି। ବିଶେଷ କରି କଞ୍ଚା ପରିବା ଏବଂ ପିଆଜ ମୂଲ୍ୟ ସାଧାରଣ ଲୋକଙ୍କୁ ସମସ୍ୟାରେ…
ସୂଚନା ଦେଲେ ସଂସ୍କୃତି ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀଯାତ୍ରାରେ ଅପ ସଂସ୍କୃତି ଆରମ୍ଭ ହୋଇଛି’ ଖୁବଶୀଘ୍ର ଆଇନ ଆସିବାକୁ ଯାଉଛି’`ଅଶ୍ଳୀଳତା ପାଇଁ ଦର୍ଶକ ମାନେ ମଧ୍ୟ ଦାୟୀ’
*ଆସୁଛି ଆଇପିଏଲ ୨୦୨୫: ଜୁନାଗଡରେ ଆଇପିଏଲ ସଟ୍ଟା ମାଫିଆଙ୍କ ଆତଙ୍କ। *ନିର୍ଦିଷ୍ଟ ଏକ ହୋଟେଲ ରୁମରେ ବେଟିଂ କାର୍ଯ୍ୟକଳାପ ଅଭିଯୋଗ। *ଏମାନଙ୍କ ମୁଣ୍ଡ ଉପରେ ରାଜ୍ୟର ଜଣେ…
ଆଜିଠୁ ରାଜ୍ୟର ଦକ୍ଷିଣାଞ୍ଚଳ ଏବଂ ପଶ୍ଚିମାଞ୍ଚଳରେ ପ୍ରଭାବିତ ହୋଇପାରେ ଗମନାଗମନ ବ୍ୟବସ୍ଥା। ଆଜିଠୁ ୧୪ ଜିଲ୍ଲାରେ ୨୪ ଘଣ୍ଟିଆ ବସ୍ ସେବା ବନ୍ଦ ରଖିବାକୁ ଚେତାବନୀ ଦେଇଛନ୍ତି…
ସମ୍ୱଲପୁର ଜିଲ୍ଲା ଜମନକିରା ଥାନା ୫୩ ନମ୍ବର ଜାତୀୟର କଦଳୀପାଳ ନିକଟରେ ଘଟିଥିଲା ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। କଣ୍ଟେନର ଚାଳକ ରେହେମାନ ଖାନା ଜୀବନ୍ତ ଦଗ୍ଧ…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରାକ୍ ନିର୍ବାଚନ ଶୋଭାଯାତ୍ରାରେ ଯୋଗଦେବେ। ୧ ତାରିଖରେ…
ଓଡ଼ିଶାରେ ବାର ମାସରେ ତେର ପର୍ବ ପାଳିତ ହୁଏ। ଜହ୍ନି ଓଷା ଓଡ଼ିଶାରେ ପାଳିତ ହେଉଥିବା ପର୍ବ ମନଙ୍କ ମଧ୍ୟରୁ ଅନ୍ୟତମ। ଏହା ଆଶ୍ୱିନ ମାସର ପ୍ରଥମ ଦିନରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଳିତ…
ବିଡିଓ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୪୩ଜଣ ବିଡିଓଙ୍କ ବଦଳି କରାଯାଇଛି । ଚନ୍ଦ୍ରମଣି ନାଗ ରାଜବଡ଼ାସମ୍ବରରୁ ଟିଟିଲାଗଡ଼ ବଦଳି…
ଶେଷ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେ କାମ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏନେଇ ସୂଚନା ଦେଇ କହିଛନ୍ତି- ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ…