ଗାଡ଼ି ଧକ୍କା ପରେ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ; ଜଣେ ମୃତ

ଗଞ୍ଜାମଜିଲ୍ଲା ସୋରଡ଼ା ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ଅଭିଯୋଗ ହୋଇଛି। ତତାବାଲି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଦୁଇ ଯୁବକଙ୍କୁ ମାରଣାସ୍ତ୍ରରେ…