ଆମ ସାଥୀ ୟୁନିଫାଏଡ୍‌ ହ୍ବାଟ୍ସଆପ୍‌ ବଟ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

•ଲୋକସେବା ଭବନରେ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
•ଏଣିକି ହାତ ପାଆନ୍ତରେ ମିଳିବ ରାଜସ୍ବ ସେବା
•ଆଉ ବାରମ୍ବାର ତହସିଲକୁ ଦୌଡ଼ିବାକୁ ପଡ଼ିବ ନାହିଁ
•9437292000 ହ୍ବାଟ୍ସଆପ୍‌ ନଂରେ ରାଜସ୍ବ ସେବା ପାଇହେବ
•୫୭ ଟି ଉପ ନିବନ୍ଧନ କାର୍ଯ୍ୟାଳୟର ମଧ୍ୟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Leave a Reply

Your email address will not be published. Required fields are marked *