accidentBreaking news ଚା ଦୋକାନ ଭିତରକୁ ପଶିଗଲା ଟ୍ରାକ୍ଟର Sukanta NayakDecember 17, 2024 ଚାଦୋକାନଭିତରକୁପଶିଗଲାଟ୍ରାକ୍ଟର କଟକ ସେଲଟର ଛକ ଅଞ୍ଚଳର ଘଟଣାଅଳ୍ପକେ ବର୍ତ୍ତିଲେ ଦୋକାନୀ ଓ ଗ୍ରାହକଟ୍ରାକ୍ଟରର ବ୍ରେକ ଫେଲ ହୋଇଯାଇ ଥିବା ସୂଚନା
ଦେହରେ କିରୋସିନ ଢାଳି ଜଳିଗଲେ ଯୁବତୀ କେନ୍ଦ୍ରାପଡ଼ା: ରାଜ୍ୟରେ ଆଉ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ପୁଣିଥରେ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ । ଜଣେ ଯୁବତୀ…
କଣ୍ଟେନର ଡ୍ରାଇଭର୍ ଜୀବନ୍ତ ଦଗ୍ଧ, ହେଲପର୍ ଗୁରୁତର ସମ୍ୱଲପୁର ଜିଲ୍ଲା ଜମନକିରା ଥାନା ୫୩ ନମ୍ବର ଜାତୀୟର କଦଳୀପାଳ ନିକଟରେ ଘଟିଥିଲା ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। କଣ୍ଟେନର ଚାଳକ ରେହେମାନ ଖାନା ଜୀବନ୍ତ ଦଗ୍ଧ…