accidentBreaking news ଚା ଦୋକାନ ଭିତରକୁ ପଶିଗଲା ଟ୍ରାକ୍ଟର Sukanta NayakDecember 17, 2024 ଚାଦୋକାନଭିତରକୁପଶିଗଲାଟ୍ରାକ୍ଟର କଟକ ସେଲଟର ଛକ ଅଞ୍ଚଳର ଘଟଣାଅଳ୍ପକେ ବର୍ତ୍ତିଲେ ଦୋକାନୀ ଓ ଗ୍ରାହକଟ୍ରାକ୍ଟରର ବ୍ରେକ ଫେଲ ହୋଇଯାଇ ଥିବା ସୂଚନା
କାମାକ୍ଷାନଗର ଥାନା ଏକତାଳି ଗ୍ରାମରେ ଅଭାବନୀୟ ଘଟଣା! ପୋଖରୀକୁ ଗାଧୋଇବାକୁ ଯାଇ ୨ ସମ୍ପର୍କୀୟ ନାବାଳକ ଭାଇଙ୍କ ମୃତ୍ୟୁ-ଦୁଇ ମୃତକ ହେଲେ ଗଣେଶ୍ୱର ବେହେରା ଓ ଶୁଭମ ବେହେରା-ଦୀର୍ଘ ସମୟ ଧରି ଖୋଜାଖୋଜି ପରେ ପୋଖରୀରୁ…
ହେଲିକପ୍ଟର ଦୁର୍ଘଟଣାରେ ଚାଲିଗଲା ୩ ଜୀବନ ମୁମ୍ବାଇ : ବଡ ଖବର। ଦୁର୍ଘଟଣାଗ୍ରସ୍ତ ହେଲା ହେଲିକପ୍ଟର। ମହାରାଷ୍ଟ୍ରରେ ହୋଇଛି ବଡ ଧରଣର ହେଲିକପ୍ଟର କ୍ରାସ୍। ପୁଣେର ବାବଧାନ ବୁଦକ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ…
ଦେହରେ କିରୋସିନ ଢାଳି ଜଳିଗଲେ ଯୁବତୀ କେନ୍ଦ୍ରାପଡ଼ା: ରାଜ୍ୟରେ ଆଉ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ପୁଣିଥରେ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ । ଜଣେ ଯୁବତୀ…