ଦିଲ୍ଲୀ ଗସ୍ତ ମୁଖ୍ୟମନ୍ତ୍ରୀ ସାଙ୍ଗରେ ଗଲେ ରାଜ୍ୟ ବିଜେପି ସଭାପତି।

ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ । ଶନିବାର ଦିଲ୍ଲୀ ଗସ୍ତରେ ପୁଣି ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ବିଜେପି ସଭାପତି ମନମୋହନ ସାମ

ଖବର ଅନୁଯାୟୀ, ଶନିବାର ସକାଳ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଛି । ଏହି ଅବସରରେ ରାଷ୍ଟ୍ରପତିଙ୍କୁ ଭେଟିବା ସହ ଅନେକ କାର୍ଯ୍ୟକ୍ରମ ରହିଛି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ ବୋଲି ସୂଚନା ରହିଛି ।

Leave a Reply

Your email address will not be published. Required fields are marked *