accident ପିକ୍ ଅପ୍ ଦୁର୍ଘଟଣା ଗ୍ରସ୍ତ, ୨ମୃତ ଓ ୨୫ ଆହତ Sukanta NayakMay 23, 2025 ସୁବର୍ଣ୍ଣପୁର: NH ୫୭ ହରଡ଼ଖୋଲ ଛକରେ ଦୁର୍ଘଟଣାଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ପିକ୍ଅପ୍ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ, ୨୫ ଆହତସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତିବରଗଡ଼ରୁ ବାହାଘର ପାଇଁ ବୌଦ୍ଧ ମନମୁଣ୍ଡା ଯାଉଥିଲେ
ରାସ୍ତା ତଳକୁ ଖସିଲା ବସ୍ ଭଦ୍ରକ : ଔପଦାରୁ ଭୁବନେଶ୍ବର ଯାଉଥିବାବେଳେ ଆଗରପଡା ବରପଦା ରାସ୍ତାର ଧୋବା ଗଡିଆ ଛକରେ ଭାରସାମ୍ୟ ହରାଇ ବସଟି ତଳକୁ ଖସି ପଡିଲା । ଓଭରଟେକ କରୁ…
ଯାତ୍ରୀବାହୀ ବସ୍କୁ ଧକ୍କା ଦେଲା ଟ୍ରକ୍, ୧୦ରୁ ଉର୍ଦ୍ଧ୍ଵ ଗୁରୁତର ଯାତ୍ରୀବାହୀ ବସ୍କୁ ଧକ୍କା ଦେଲା ଟ୍ରକ୍, ୧୦ରୁ ଉର୍ଦ୍ଧ୍ଵ ଗୁରୁତରବୌଦ୍ଧ ପୁରୁଣାକଟକ ଥାନା ଭୈରବୀ ମନ୍ଦିର ନିକଟରେ ଦୁର୍ଘଟଣାସମସ୍ତ ଗୁରୁତର ଆହତ ପୁରୁଣାକଟକ ମେଡିକାଲରେ ଭର୍ତ୍ତିଦୁର୍ଘଟଣା ଘଟାଇ…
ହେଲିକପ୍ଟର ଦୁର୍ଘଟଣାରେ ଚାଲିଗଲା ୩ ଜୀବନ ମୁମ୍ବାଇ : ବଡ ଖବର। ଦୁର୍ଘଟଣାଗ୍ରସ୍ତ ହେଲା ହେଲିକପ୍ଟର। ମହାରାଷ୍ଟ୍ରରେ ହୋଇଛି ବଡ ଧରଣର ହେଲିକପ୍ଟର କ୍ରାସ୍। ପୁଣେର ବାବଧାନ ବୁଦକ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ…