ପାଣିପାଗ ସୂଚନା ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ଛୁଇଁଲା ସର୍ବୋଚ୍ଚ କ୍ଷମତା Sukanta NayakSeptember 21, 2024 ସମ୍ବଲପୁର: ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ଛୁଇଁଲା ସର୍ବୋଚ୍ଚ କ୍ଷମତାହୀରାକୁଦ ଡ୍ୟାମ୍ର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍ଜଳଭଣ୍ଡାରକୁ ସେକେଣ୍ଡକୁ ପ୍ରବେଶ କରୁଛି ୫୬, ୩୯୨ ଘନ ଫୁଟ୍ ଜଳ
ପୁଣି ଆସୁଛି ବଡ଼ ବର୍ଷା; ୨୨ ରୁ ପ୍ରବଳ ଛେଚିବ ! ଭୁବନେଶ୍ୱର, 19/09: ପୁଣି ଆସୁଛି ଆଉ ଏକ ବଡ଼ ବର୍ଷା। ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହା…
ଆସୁଛି ବଡ଼ ଲଘୁଚାପ, ଜୁଲାଇ ପହିଲାରୁ ପ୍ରବଳ ଛେଚିବ ! ଜୁଲାଇ ପହିଲାରୁ ବଙ୍ଗୋପସାଗରରେ ସୃଷ୍ଟି ହେବ ବଡ଼ ଲଘୁଚାପ । ଜୁଲାଇ ୨ ରୁ ବର୍ଷାର ପ୍ରକୋପ ବଢ଼ିବ । ମୌସୁମୀ ପ୍ରବାହକୁ ଆହୁରି ସକ୍ରିୟ କରିବା…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ | ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ,…